Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମି ବିବାଦରୁ ଗୋଷ୍ଠୀ ସଂଘର୍ଷ, ୭ ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମାଣିକପାଟଣା ଗାଁରେ ଜମିବାଡ଼ି ବିବାଦରୁ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷରୁ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତ ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । 

ମିଳିଥିବା ସୂଚନା ଅନୁସାରେ ମାଣିକପାଟଣା ଗାଁର ସଞ୍ଜୟ ଦାସ ଏବଂ ଶରତ ଦାସଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନ ହେବ ଜମିବାଡ଼ିକୁ ନେଇ ବିବାଦ ଲାଗି ରହିଥିଲା । ଗତକାଲି ଏହା ବିବାଦ ଉଗ୍ର ରୂପ ନେଇଥିଲା l ଉଭୟ ପକ୍ଷ ଖଣ୍ଡା, ଭୁଜାଲିରେ ପରସ୍ପରକୁ ଆକ୍ରମଣ କରିଥିଲେ । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories