Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆପଡ଼ା ଜିଲ୍ଲାପାଳ,ଏସ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ନୂଆପଡା :ନୂଆପଡ଼ା ଜିଲ୍ଲାପାଳ,ଏସ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଖଡିଆଳ ଠାରେ ଅନୁଷ୍ଠିତ ହୋଇ ୯୧ ଗୋଟି ଅଭିଯୋଗ ଶୁଣାଣି କରିଥିଲେ। ସେଥିମଧ୍ୟରୁ ୭୫ ଗୋଟି ବ୍ୟକ୍ତି ଗତ ଅଭିଯୋଗ ରହିଥିବା ବେଳେ ୧୬ ଗୋଟି ଗୋଷ୍ଠୀଗତ ଅଭିଯୋଗ ଆସିଥିଲା। ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର ଯୋଗ ଦେଇ ଅଭିଯୋଗ ଶୁଣାଣି କରିଥିବା ବେଳେ ବିଭାଗୀୟ ଅଧିକାରୀଙ୍କୁ ଏହାର ସମାଧାନ ପାଇଁ ନିର୍ଦ୍ଧେଶ ଦେଇଥିଲେ। ଶିବିର ରେ ପୋଲିସ ଏସ ପି ଜିଆର ରଘବେନ୍ଦ୍ର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ