ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା…


ଭୁବନେଶ୍ୱର: ଜାଗର ପାଇଁ ଲିଙ୍ଗରାଜ ମନ୍ଦିରରେ ଭିଡ଼ ଜମିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଟ୍ରାଫିକ କଟକଣା ମଧ୍ଯ ଜାରି କରାଯାଇଛି।