ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ତାତି। ଗତ ଦୁଇ ଦିନରେ ଅଧିକାଂଶ ସ୍ଥାନରେ ତାପମାତ୍ରା ପାଖାପାଖି ୨ରୁ ୩ ଡିଗ୍ରୀ ବଢ଼ିଛି। ୨୯ ତାରିଖରୁ ପୁଣି ତାପମାତ୍ରା ବଢିବାକୁ ଥିବା ବେଳେ ପଶ୍ଚିମ, କେନ୍ଦ୍ରୀୟ ଓଡ଼ିଶାରେ ୪୦ ଡିଗ୍ରୀ ତାପମାତ୍ରା ଟପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ଉପରମୁହାଁ ତାତି
