Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡା ଙ୍କ ବଳିଦାନ ଦିବସ ପାଳନ କଲେ ବିଜେପି କର୍ମକର୍ତ୍ତା।

କଳାହାଣ୍ଡି:୦୯/୦୬
ଆଜି ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡା ଙ୍କ ବଳିଦାନ ଦିବସ କୁ କୋକସରା ବ୍ଲକ ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ଲକ ସ୍ତରୀୟ ସ୍ଵାଧୀନ ସଂଗ୍ରାମୀ ସହିଦ ବିର୍ସା ମୁଣ୍ଡା ବଳିଦାନ ଦିବସ ପାଳନ କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ ଙ୍କ ସଭାପତିତ୍ବ ରେ କୋକସରା ଠାରେ ପାଳନ କରାଯାଇଛି। ଏହି ଅବସରରେ ଉପସ୍ଥିତ କର୍ମକର୍ତ୍ତା ମାନେ ସହିଦ ମୁଣ୍ଡା ଙ୍କ ଫୋଟୋଚିତ୍ର ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର, ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା , କୋକସରା ମଣ୍ଡଳ ସାଧାରଣ ସମ୍ପାଦକ ଶାରଳା ପ୍ରସାଦ ପ୍ରଧାନି , ଉପ ସଭାପତି ଦୈତାରି ବାରିକ, ଆମପାଣି ମଣ୍ଡଳ ସାଧାରଣ ସମ୍ପାଦକ ତୁଲାରାମ୍ ନାଏକ ,ଜିଲ୍ଲା ପ୍ରତିନିଧି ଅର୍ଜୁନ ଭାଟି, ଆମପାଣି ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା , ମୋଟେର ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ଧବଳେଶ୍ଵର ଗୋପାଳ,ଧର୍ମାନନ୍ଦ ନେଗି ଓ ଦଳୀୟ କାର୍ଯ୍ୟକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ