Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲିଙ୍ଗ ନିରୂପଣ ନିଷିଦ୍ଧ ଆଇନ ୧୯୯୪ ର ଜିଲ୍ଲା ପରାମର୍ଶ ଦାତା ଓ ଟାସ୍କ ଫୋର୍ସ ବୈଠକ

ସମ୍ବଲପୁର:ଲିଙ୍ଗ ନିରୂପଣ ନିଷିଦ୍ଧ ଆଇନ ୧୯୯୪ ର ଜିଲ୍ଲା ପରାମର୍ଶ ଦାତା ଏବଂ ଟାସ୍କ ଫୋର୍ସ ବୈଠକ ଆଜି ଅପରାହ୍ନ ରେ ଅତିରିକ୍ତ ଜିଲ୍ଲାପାଳ, ସମ୍ବଲପୁର ଶ୍ରୀ ଅଶୋକ ଭୋଇ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।
ସମ୍ବଲପୁର ଜିଲ୍ଲାରେ ୩ଟି ବେସରକାରୀ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ର ର ପଞ୍ଜୀକରଣ ଏବଂ ୩ ଟି ଅଲ୍ଟ୍ରାସାଉଣ୍ଡ କେନ୍ଦ୍ର ର ନବୀକରଣ କରିବା ପାଇଁ ଆଲୋଚନା କରାଯାଇ ଅନୁମୋଦନ କରାଗଲା । ଜିଲ୍ଲାରେ ରାଜସ୍ୱ ପାଣ୍ଠି ରୁ ୨୪ ଟି ପ୍ରଶାସନିକ, ଡାକ୍ତରଖାନା ଏବଂ ବିଭିନ୍ନ ଅଞ୍ଚଳ ରେ ହୋର୍ଡିଂ ଲଗାଇ ଜନ ସଚେତନ, ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ଇନ୍ସପେକ୍ସନ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ