Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୋହନ -ନବୀନ କଥାହେଲେ, ଆରୋଗ୍ୟ କାମନା କଲେ

ଭୁବନେଶ୍ୱର: ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲେ।ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇରେ ଚିକିତ୍ସିତ ହେବେ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସଫଳ ହେବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ପ୍ରାର୍ଥନା କରୁଛନ୍ତି ବୋଲି ନବୀନଙ୍କୁ କହିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ