ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି
୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
