Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଇରାନ ଓ ତାଜିକିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ: ରବିବାର ସକାଳେ (ସ୍ଥାନୀୟ ସମୟ) ଇରାନ ଓ ତାଜିକିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୬ ମାପ କରାଯାଇଥିଲା। ସେହିପରି ତାଜିକିସ୍ତାନରେ ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୫ ମାପ କରାଯାଇଥିଲା।

ତେବେ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତି ସମ୍ପର୍କରେ ନିଶ୍ଚିତ ହୋଇନାହିଁ। ପୂର୍ବରୁ ଶନିବାର ରାତିରେ ଆଫଗାନିସ୍ତାନରେ ଦୁଇଟି ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପ ରିକ୍ଟର ସ୍କେଲରେ ୪.୦ ତୀବ୍ରତାର ଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ