Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ଜମନକିରା ବ୍ଲକ କାର୍ଯ୍ୟାଳୟ ଠାରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୬୬ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୪୪ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୨୨ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୦୨ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ