Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରସାମ୍ୟ ହରାଇ ଗଛ କୁ ପିଟିଲା କାର୍ ଜଣେ ମୃତ ୫ ଗୁରୁତର।

କଳାହାଣ୍ଡି,୦୩/୧୦
ଆଜି ଭୋର୍ ୫ ଟା ସମୟରେ ଭବାନୀପାଟଣା ରୁ ଭୁବନେଶ୍ୱର କୁ ସଂଯୋଗ କରୁଥିବା ୨୬ ନମ୍ବର୍ ରାଜ୍ୟ ରାଜପଥ ର ଦେହେଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ CG 04 KZ7890 ନମ୍ବର୍ ବିଶିଷ୍ଟ ଏକ ଧଳା ରଙ୍ଗର କାର୍ ରେ ୬ ଜଣ ଯାତ୍ରୀ ମାଲକାନ୍ ଗିରି ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାସ୍ତା କଡ ରେ ଥିବା ଏକ ଗଛ ରେ ପିଟି ହେବା ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଛି। ଅନ୍ୟ ମାନଙ୍କୁ ନର୍ଲା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ