Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦେବଗଡ଼ :ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ସମ୍ବଲପୁର:ଦେବଗଡ଼ ଜିଲ୍ଲାରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ରିଆମାଳ ରେଞ୍ଜ କାଉଁସିତଇଲା ଗାଁ ନିକଟରୁ ଏହି ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ଭାବେ ସୂଚନା ମିଳିଛି।ରିଆମାଳରେ ଗୋଟିଏ ମାସରେ ୨ ହାତୀଙ୍କ ଜୀବନ ଗଲାଣି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଛେଦ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ