ପୁଣି କମିଲା ସୁନା ଦର, ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୧୫୦ ଟଙ୍କା
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୧୫୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୬୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୫,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୬୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୭୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୩୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୪୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୬୨୦ ଓ ୧,୧୫,୧୦୫ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୫,୦୦୦ ଟଙ୍କା ହୋଇଛି ।

