Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ସଞ୍ଜୟ କୁମାର ପାଣିଗ୍ରାହୀ

ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ

ଗୋଛପଡା ରାସ୍ତାର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ମାଓ ଅଧ୍ୟୁଷିତ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗୋଛପଡା ରାସ୍ତାର ବିଭିନ୍ନ ସ୍ଥାନରେ ଗତ...

କନ୍ଧମାଳ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଲେଖକ ସାମୁଖ୍ୟ ତରଫରୁ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ରବୀନ୍ଦ୍ର ନାଥ...

ଯୁବପିଢ଼ିଙ୍କ ପାଇଁ ମାନବାଧିକାର ତାଲିମ ଅନୁଷ୍ଠିତ

ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବ ପିଢ଼ିଙ୍କ ଦାୟିତ୍ବରେ ସାମାଜିକ ପରିବର୍ତ୍ତନ ସମ୍ଭବ। ଆକ୍ସନଏଡ୍, ଭୁବନେଶ୍ୱର ସହାୟତାରେ ଅନ୍ତରଙ୍ଗ ଯୁବ...

ପିକ୍ ଅପ୍ ଭ୍ୟାନ୍ ଦୁର୍ଘଟଣାରେ ଶିଶୁ ମୃତ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ: ଯାତାୟାତ ବାଧା ପ୍ରାପ୍ତ : ଡ୍ରାଇଭର ଅଟକ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କବାଡ଼ି ସାମଗ୍ରୀ ବୋଝେଇ ପିକ୍ ଅପ୍ ଭ୍ୟାନ୍ ଧକ୍କାରେ ଶିଶୁର ମୃତ୍ୟୁ । ଡ୍ରାଇଭର ଅଟକ...

ବାଲିଗୁଡା ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହା ଆଡମ୍ବର...

ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲଦଣ୍ଡ, ସହ ୨୨ ହଜାର ଜୋରିମାନା

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ପକ୍‌ସୋ କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ଚୂଡ଼ାନ୍ତ...

ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା: ପାଞ୍ଚ ଜଣିଆ ଟିମ ଗଠନ କରି ଅପରେସନ ଜୋରଦାର

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର...

ଅଳଙ୍କାର ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ ସହ ଗୁଳିମାଡ଼ଭୟ କରି ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍ :ଅଞ୍ଚଳବାସୀ ଓ ବ୍ୟବସାୟୀ ଙ୍କୁ ସୁରକ୍ଷା ଦାବୀରେ ରାସ୍ତାରୋକ :ପ୍ରତିଶୃତି ପରେ ହଟିଲା

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ଦିନ ଦିପହରେ ଡକାୟତି । ବାଲିଗୁଡ଼ା ବଜାରର ମଧ୍ୟ ଭାଗ...

ମହାଦେବଙ୍କ ଦର୍ଶନ କରିବାକୁ ଯାଇ ଆଉ ଫେରିଲେନି ଗାଧୋଇବା ବେଳେ ଭାସିଗଲେ ନାବାଳକ,ନାବାଳିକା

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରାବଣ ମାସ ଶେଷ ସୋମବାରରେ ମିନାଝୋଲା ସ୍ଥିତ ପ୍ରସିଦ୍ଧ ଶୈବପୀଠ ରେ ମହାଦେବଙ୍କ ଦର୍ଶନ କରିବାକୁ...

ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା…କ୍ଷତିପୂରଣ ଓ ନ୍ୟାୟ ଦାବିରେ ରାଜପଥ ଅବରୋଧ: ପ୍ରତିଶୃତି ପରେ ହଟିଲା

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ...

ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା…କ୍ଷତିପୂରଣ ଓ ନ୍ୟାୟ ଦାବିରେ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ...

ବିଧାୟକଙ୍କ ଦ୍ୱାରା ବିଭିନ୍ନ ସ୍ଥାନରେ ଭିତ୍ତି ପ୍ରସ୍ଥର ସ୍ଥାପନ

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକର ୧୨ ଗୋଟି ଗ୍ରାମପଞ୍ଚାୟତ ମଧ୍ୟରୁ ୯...