ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଡାଙ୍ଗଣାମା ବାସୀ ନିଜ ଉଦ୍ୟମରେ ରାସ୍ତା ମରାମତି କଲେ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ଅଧିକାଂଶ ଗ୍ରାମକୁ ସବୁଦିନିଆ ରାସ୍ତା ନ ଥିବା ବେଳେ ଅନେକ ନଦୀନାଳ ଉପରେ...
ସମସ୍ତ କୄଷି ଅଧିକାରୀ ୩୧ରୁ ସାମୂହିକ ଛୁଟିରେ ଯିବେ : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): ଦୀର୍ଘ ଦୁଇ ବର୍ଷର ସଂଘର୍ଷ ଓ ବାରମ୍ବାର ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ଓଡ଼ିଶା...
କନ୍ଧମାଳ ଜିଲ୍ଲା କୁଇ ସମାଜର କର୍ମକର୍ତ୍ତା ଓ ଜନପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ
କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିଶ...
ନଦୀ ନିକଟରୁ କାର ସହ ଗଞ୍ଜେଇ ଜବତ ଜଣେ ଗିରଫ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ପୁଲିସ ଗଞ୍ଜେଇ ଚାଲାଣ ହେଉଥିବା ବିଶ୍ବସ୍ତ ସୂତ୍ରରୁ...
ଘାଟି ରାସ୍ତାରେ ବିରାଟ କାୟ ଗଛ ୨୦ ଦିନ ହେଲା ପଡିଛି : ବିପଦପୂର୍ଣ୍ଣ ମଧ୍ୟରେ ଯାତାୟତ, ରାସ୍ତାରୁ ହଟୁନି ଗଛ
ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକର ଡ଼େଙ୍ଗାପଦର ଠାରୁ ଲାଇନପଡ଼ାକୁ ସଂଯୋଗ କରୁଥିବା...
ଗଦର-୨’ରେ କନ୍ଧମାଳ ଦାରିଙ୍ଗବାଡିର ବରୁଣ ବିଶୋଇ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫିଲ୍ମି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା...
କନ୍ଧମାଳ ମିଳିତ ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ଗତ ୫ ତାରିଖ ଦିନ ଫିରିଙ୍ଗିଆ ଠାରେ ନିରୀହ ଜନତାଙ୍କ ଉପରେ ଓଡ଼ିଶା ପୁଲିସର ଲାଠିମାଡ଼କୁ...
ଗାଁ ଗହଳିରେ ଆଉ ଶୁଭୁନି ଢ଼ିଙ୍କିର ଢକ୍ ଢକ୍ ଶବ୍ଦ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଆଧୁନିକ ଯୁଗରେ ସମୟ ବଦଳିବା ସହ ବହୁ ପୁରାତନ ସାମଗ୍ରୀ ଓ ଚଳଣି ମଧ୍ୟ ବଦଳି...
ଆସୁଛି ଉତ୍ସବ କମିଛି ଉତ୍ସାହ…ମୋବାଇଲ ଯୁଗରେ ହଜିଯାଇଛି ରାକ୍ଷୀର ଚାହିଦା….
ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ଆସୁଛି ରାକ୍ଷୀ ପୂର୍ଣ୍ଣିମା ଭାଇ ଓ ଭଉଣୀର ପବିତ୍ର ସମ୍ପର୍କକୁ ଉଦ୍ଜୀବିତ ରଖିବା ପାଇଁ...
କୋଟଗଡ଼ରେ ଜିଲ୍ଲା ଡ୍ରାଇଭର ସଙ୍ଘର ବନ୍ଧୁମିଳନ ଓ ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ଡ୍ରାଇଭର ମହାସଂଘର ଆହ୍ୱାନ କ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ...
ପ୍ରଧାନଶିକ୍ଷକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ଘଟଣା : ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ସୁଡ୍ରା ଆଶ୍ରମର ପ୍ରଧାନ ଶିକ୍ଷକଙ୍କ ବଦଳି: କାର୍ଯ୍ୟାନୁଷ୍ଠାନ କେବେ ?
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ଵାରା ପରିଚାଳିତ...
ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ: ହତ୍ୟାକାରୀ ଗିରଫ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ନୂଆସାହିର ଆମ୍ବସାହି ଠାରେ ବୁଧବାର ଅପରାହ୍ନ ରେ ଦେଖିବାକୁ ମିଳିଛି...
