Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ସଞ୍ଜୟ କୁମାର ପାଣିଗ୍ରାହୀ

ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ

କ. ନୂଆଗାଁ ସମିତି ସଭ୍ୟାସଭ୍ୟଙ୍କ ଦାବିପତ୍ର ପ୍ରଦାନ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ସମିତି ସଭ୍ୟାସଭ୍ୟ ସଂଘ ପକ୍ଷରୁ...

ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ କପ ଫୁଟବଲ ଚାମ୍ପିୟନ ସିପ ଉଦଘାଟନ

ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନୟକ ମିନି ଷ୍ଟାଡିୟମ ପରିସରରେ ସ୍ୱାଧୀନତା ଦିବସ କପ୍ ଫୁଟବଲ...

ବାଲିଗୁଡା ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବୃକ୍ଷରୋପଣ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି l...

ଜାତୀୟ କଂଗ୍ରେସ ତରଫରୁ ଆଦିବାସୀ ସଂସ୍କୃତି ଓ ପରମ୍ପରା ପର୍ବ ପାଳିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ରାହୁଲ ଗାନ୍ଧୀଙ୍କ ନିର୍ଦ୍ଧେଶ କ୍ରମେ ଆଦିବାସୀ ମାନଙ୍କ ପ୍ରତି ଥିବା ସ୍ନେହ ଶ୍ରଦ୍ଧା ଓ ଆନ୍ତରିକତାର...

ଲକ୍ଷାଧିକ ଟଙ୍କା ଧରି ଭାରତ ଫାଇନାନ୍ସ ର ଦୁଇ କର୍ମଚାରୀ ଚମ୍ପଟ

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ବିଦ୍ୟୁତ୍ କାର୍ଯ୍ୟାଳୟ ନିକଟରେ ଭାରତ ଫାଇନାନ୍ସ...

ବୋଲେରୋ ସହ ବିପୁଳ ପରିମାଣ ରେ ବେଆଇନ ଗଞ୍ଜେଇ ଜବତ : ପୁରୁଖା ଗଞ୍ଜେଇ ମାଫିଆ ଗିରଫ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ଏବଂ ଚୋରା ଚାଲାଣ ବୃଦ୍ଧି ପାଇବାରେ...

ଦୁଇ ମାସ ହେଲା ହାତୀମୁଣ୍ଡା ପଞ୍ଚାୟତରେ ଭତ୍ତା ଟଙ୍କା ମିଳୁନଥିବା ଅଭିଯୋଗ : ତଦନ୍ତ ଦାବୀ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ହାତୀମୁଣ୍ଡା...

ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗର ଯାଞ୍ଚ: ଜୋରିମାନା ଆଦାୟ ସହ ମଦ୍ୟପ ଚାଳକଙ୍କ ଲାଇସେନ୍ସ ରଦ୍ଦ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର କନ୍ଧମାଳ ଜିଲା ଆଞ୍ଚଳିକ...

ବାଲିଗୁଡାର ଟ୍ରେଜେରି କଲୋନୀ ରାସ୍ତା ଅବସ୍ଥା ଶୋଚନୀୟ

ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ୧୨ ନଂ.ୱାର୍ଡ଼ରେ ଅବସ୍ଥିତ ଟ୍ରେଜେରି କଲୋନୀ । ଏହି କଲୋନୀ...

ଭାରତ ବନ୍ଦ ପାଳନ ରେ ନିଆରା ପ୍ରୟାସ : ଆନ୍ଦୋଳନ କଲେ, ରାସ୍ତାଘାଟ ସଫେଇ ବି କଲେ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ଓ ସେମାନଙ୍କ ବିରୋଧରେ ସଂସଦରେ ପ୍ରଣୟନ କରାଯାଉଥିବା ବିଭିନ୍ନ...

ଓଷ୍ଟାର କନ୍ଧମାଳ ଜିଲା ସ୍ତରୀୟ ବୈଠକ

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ଟିକାବାଲି ବ୍ଳକ ଅନ୍ତର୍ଗତ ଗାଡ଼ିରିଙ୍ଗିଆ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ...

କନ୍ଧମାଳ : ଏସବିଆଇ ୠଣ ଘୋଟାଲା ମାମଲା : ତିନି ମାସ ପରେ ଆଉ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏସବିଆଇ ମୂଖ୍ୟ ଶାଖାରେ ହୋଇଥିବା ୮ କୋଟି ଟଙ୍କାର ଋଣ ଜାଲିଆତି...