ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ବିଶ୍ବ ପରିବେଶ ଦିବସ ଉପଲକ୍ଷେ ସିଆରପିଏଫ୍ ୧୨୭ ବାଟାଲିୟନ୍ ପକ୍ଷରୁ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ବିଶ୍ୱ ପରିବେଶ ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାଠାରେ ଅବସ୍ଥାପିତ ସିଆରପିଏଫ୍...
ବାଲିଗୁଡାରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ
ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ପାଳନ ପୂର୍ବ...
ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ନିଖୋଜ, ଅପହରଣ ସନ୍ଦେହ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି।...
ମିଶ୍ରଣ ପର୍ବ କୁ ନେଇ ରାଜନୀତି: ବିଜେଡ଼ି ର ମିଶ୍ରଣ ପର୍ବ ସରିବାର ୨୪ଘଣ୍ଟା ନ ପୁରୁଣୁ ସରପଞ୍ଚ କହିଲେ ମୁଁ ବିଜେପି ରେ ଅଛି
ବାଲିଗୁଡ଼ା : ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜେପି- ବିଜେଡ଼ି ମଧ୍ଯରେ ସେତିକି ଶୀତଳ ଯୁଦ୍ଧ ଆରମ୍ଭ ହେଉଛି। ବାଲିଗୁଡ଼ା...
ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଜଣ ଗିରଫ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ଭୁବନେଶ୍ଵରକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୁଲିସ ଚଢ଼ଉ କରି ଗଞ୍ଜେଇ ଚାଲାଣ ଅଭିଯୋଗ...
+୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାରେ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସାଫଲ୍ୟ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର +୨ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ...
ମାମୁଁ ଘରକୁ ବୁଲିବା ହେଲା କାଳ : ଡ୍ୟାମରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ ନୂଆଗାଁ ବ୍ଲକ ସାରଙ୍ଗ ଗଡ ଥାନା ଅନ୍ତର୍ଗତ...
ବାଲିଗୁଡ଼ା ବନଖଣ୍ଡରେ ହାତୀ ଚଳପ୍ରଚଳ: ବନବିଭାଗ ସଜାଗ: ହାତୀର ଗତିପଥକୁ ଅନୁଧ୍ୟାନ କରୁଛି ସ୍ବତନ୍ତ୍ର ଟିମ୍
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ଓ କୋଟଗଡ଼ ବନାଞ୍ଚଳରେ ଗତ କିଛି ଦିନ ହେବ...
ରାଜ୍ୟ କ୍ୟାବିନେଟ ଘୋଷଣା ଗୋଟିଏ ଧୁଁଆଁ ବାଣ, ନିର୍ବାଚନ ପାଇଁ ଘୋଷଣା -କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ
ବାଲିଗୁଡ଼ା: ଦୁଇ ଦିନଆ କନ୍ଧମାଳ ଗ୍ରସ୍ତ ରେ ଆସି ସୋମବାର ରାତି ରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଡାକବଙ୍ଗଳା ରେ...
ଲାଞ୍ଚ ନେବା ଅଭିଯୋଗରେ ଖାଉଟି ଅଦାଲତ ଷ୍ଟେନୋଙ୍କୁ ୩ ବର୍ଷ ଜେଲ୍
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ବିଦ୍ୟୁତ ଉପଭୋକ୍ତାଙ୍କ ମାମଲା ସମାଧାନ କରିବା ପାଇଁ ଲାଞ୍ଚ ନେବା ଅଭିଯୋଗର ବିଚାର କରି...
ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ କର୍ମଶାଳା
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବେଚ୍ଛାସେବୀ ସଂଗଠନ ‘ସ୍ବାତୀ’ ଏବଂ ‘କ୍ରାଏ’ ପକ୍ଷରୁ ଜାତୀୟ ଶିକ୍ଷାନୀତି ର ସଫଳ ରୂପାୟନ ଉପରେ...
କୋଟଗଡ ଥାନାରେ ଆମ ପୁଲିସ ସମିତି ବୈଠକ
ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ସ୍ଥିତ ଥାନାରେ ଆମ ପୁଲିସ ସମିତି...
