ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଦାରିଙ୍ଗବାଡି ଠାରେ ରାଜ୍ୟର ପ୍ରଥମ ଜିଲ୍ଲା ସ୍ତରୀୟ ପୁଞ୍ଜି ବିନିଯୋଗ କର୍ମଶାଳା ଉଦ୍ଘାଟିତ
ବାଲିଗୁଡା, ତା, ୨୭/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ରାଜ୍ୟର ପ୍ରଥମ ଜିଲ୍ଲା ସ୍ତରୀୟ...
ବନ୍ଧୁକ ମୁନରେ ଲୁଟ : ସ୍ୱାମୀଙ୍କୁ ବାନ୍ଧିଲେ: ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ୮ ଭରି ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା : ଦୋକାନ ବଜାର ବନ୍ଦ, ରାସ୍ତାରୋକ
ବାଲିଗୁଡା, ତା, ୨୭/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ ଚୋରଙ୍କ...
ଅଜଣା ଗାଡି ଧକ୍କାରେ ଦାଦା ମୃତ: ପୁତୁରା ଗୁରୁତର
ବାଲିଗୁଡା, ତା, ୨୬/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ...
ମହାଶିବରାତ୍ରୀ ପାଇଁ ଶୈବପୀଠ ଚଳଚଞ୍ଚଳ: ଶତାଧିକ ଭକ୍ତଙ୍କ ସମାଗମ : ବିଦେଶୀ ଭକ୍ତମାନେ ଆରାଧନା କଲେ
ବାଲିଗୁଡା, ତା, ୨୬/୦୨ : (ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ମହାଶିବରାତ୍ରୀ ଓ ‘ଜାଗର’ ଉତ୍ସବ ଅବସରରେ ଗାଁଠୁ ସହରର...
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା, ତା, ୨୫/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ସ୍ଥିତ ସରକାରୀ ଉଚ୍ଚ...
ବିପର୍ଯ୍ୟୟ ପରିଚାଳନା ପାଇଁ ସାମୁହିକ ଓ ବ୍ୟକ୍ତିଗତ ସ୍ତରୀୟ ପ୍ରସ୍ତୁତି ନିମନ୍ତେ ପ୍ରଶିକ୍ଷଣ ଶିବିର
କନ୍ଧମାଳ : ତା, ୨୪/୦୨:, (ସଞ୍ଜୟ କୁମାର ପାଣିଗ୍ରାହୀ): ବିପର୍ଯ୍ୟୟ ପରିଚାଳନା ପାଇଁ ସାମୁହିତ ଓ ବ୍ୟକ୍ତିଗତ ସ୍ତରୀୟ ପ୍ରସ୍ତୁତି...
ସୋସିଆଲ ମିଡ଼ିଆ ଅପବ୍ୟବହାର କରି ଯୁବକ ବନ୍ଧା ହେଲେ : ଦେଢ଼ ବର୍ଷ ପରେ ଅଭିଯୁକ୍ତ ଗିରଫ
ବାଲିଗୁଡା, ତା, ୨୨/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳରେ ଏକ ମହିଳାର...
ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ବାର୍ଷିକ ଉତ୍ସବ
ବାଲିଗୁଡା, ତା, ୨୨/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ସ୍ଥିତ ସରକାରୀ...
ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ
ବାଲିଗୁଡା ,ତା, ୨୧/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକରେ ଶୁକ୍ରବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ...
ବାଲିଗୁଡାରେ ୩୬ ତମ ତେର ଶମ୍ଭୁ ମିଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା, ତା, ୨୧/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ସ୍ଥାନୀୟ...
ବନାଗ୍ନି ରୋକିବାକୁ ବନ ବିଭାଗ ର ଅଭିନଵ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଗାଁ ଗାଁ ରେ ଜନ ସଚେତନତା
ବାଲିଗୁଡା, ତା, ୨୧/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ l...
କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ; ବିପୁଳ ପରିମାଣର ଗଞ୍ଜେଇ ଜବତ: ଜଣେ ଗିରଫ
କନ୍ଧମାଳ ତା,୨୧/୦୨ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ପୁଲିସ ୫ଟି ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ କରି ବିପୁଳ...
