ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଲଣ୍ଡାଗାଁ ପଞ୍ଚାୟତରେ ଧାନ ମଣ୍ଡି ଉଦଘାଟିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତରେ ଆରମ୍ଭ ହୋଇଛି ଧାନ କିଣା ବ୍ୟବସ୍ଥା।...
ଘର କାନ୍ଥ ପଡ଼ି ଶ୍ରମିକଙ୍କ ମୃତ୍ୟୁ
ବାଲିଗୁଡ଼ା:ତା, ୦୨/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ...
ବାଲିଗୁଡ଼ା ଆଇଟିଡିଏରେ ନୂତନ ପ୍ରକଳ୍ପ ପ୍ରଶାସକଙ୍କ ଯୋଗଦାନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ...
ଇଂରାଜୀ ନୂଆବର୍ଷରେ ମନ୍ଦିର ଓ ପର୍ଯ୍ୟଟନ ସ୍ଥଳୀରେ ଭିଡ଼
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଇଂରାଜୀ ନୂଆବର୍ଷ ଅବସରରେ ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ମନ୍ଦିର ଏବଂ ପର୍ଯ୍ୟଟନ...
ବେଲଘରରେ ଡିମ୍ବୁଲି ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ
ବାଲିଗୁଡା .୨୭/୧୨ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟରେ ଡିମ୍ବୁଲି...
ଡକାୟତି ମାମଲା ରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ ୧୦ ହଜାର ଜୋରିମାନା
ବାଲିଗୁଡା,୨୭/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫...
ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତଃ ଅଟଳବିହାରୀ ବାଜପେୟୀ ଙ୍କ ଜନ୍ମଦିନ ଓ ସୁ ଶାସନ ଦିବସ ପାଳିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀ ଙ୍କ ଶହେତମ...
ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା: ଧରାବତରଣ କଲେ ପ୍ରଭୁ ଯୀଶୁ :
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ...
ଦଶମ ତମ ରାଜ୍ୟସ୍ତରୀୟ ସାରଙ୍ଗଡିଆନ ଫୁଟବଲଚ୍ୟାଲେଞ୍ଜ କପ -୨୦୨୪ ଉଦ୍ଘାଟିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର କ. ନୂଆଗାଁ ବ୍ଲକ ଅନ୍ତର୍ଗତ ସାରଙ୍ଗଡ଼ ଉଚ୍ଚ ବିଦ୍ୟାଳୟର...
ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା...
ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ...
ଓଡିଶା ଆଦର୍ଶ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବଉଦଯାପିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି...
