ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଜଙ୍ଗଲ ମଧ୍ୟରୁ ଜୁଆ ଆଡ୍ଡାରେ ଚଢ଼ାଉ : ୧୩ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଜଙ୍ଗଲ ରେ ଚାଲିଥିବା...
ମଦ ପିଇବା ପାଇଁ ଟଙ୍କା ନଦେବାରୁ ସ୍ତ୍ରୀର ତଣ୍ଟି କାଟିଲା ସ୍ଵାମୀ : ଅଭିଯୁକ୍ତ ଗିରଫ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଏକ ଅଭାବନୀୟ...
ଔଷଧ ବ୍ୟବସାୟଙ୍କୁ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ
ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ମଙ୍ଗଳବାର ହୋଇଥିବା...
ସୁରକ୍ଷା କର୍ମୀ ଓ ମାଓବାଦୀ ମୁହଁମୁହିଁ, ଜଣେ ମାଓବାଦୀ ନିହତ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲ ରେ...
ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଅଜଣା ଗାଡି...
କନ୍ଧମାଳ କଳା ବିକାଶ କେନ୍ଦ୍ର ପକ୍ଷରୁ ନାଟକ ” ଆହେ ନୀଳ ଶଇଳ” ଏବଂ “ଫୁଲ” ର ବହି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ର ପ୍ରଥମ ବାର୍ଷିକ ଉତ୍ସବ ଅବସରରେ...
ଔଷଧ ପତ୍ର ବ୍ୟବସାୟଙ୍କୁ ହତ୍ୟା : ଅଭିଯୁକ୍ତ ଫେରାର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ଜଣେ କ୍ୱାକଙ୍କୁ...
ଦକ୍ଷିଣ ଓଡିଶା ନାଟକ ରେ ଦକ୍ଷ ବିନ୍ଧାଣୀ ଙ୍କ ଦଖଲ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ଗଞ୍ଜାମ ଓ କନ୍ଧମାଳ ଜ଼ିଲ୍ଲାର ବିଭିନ୍ନ ପୌରାଣିକ ନାଟକ ରେ ଦକ୍ଷ ବିନ୍ଧାଣୀ ଙ୍କ...
ବିସିଜି ଟିକାନେଇ ଅସୁସ୍ଥ ଘଟଣା: କ୍ଷେତ୍ର ପରିଦର୍ଶନ ଓ ସଚେତନ କଲା ଜିଲା ସ୍ୱାସ୍ଥ୍ୟ ଟିମ୍
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବିସିଜି ଟିକା ନେଇ ୫୦ରୁ ଅଧିକ ବ୍ୟକ୍ତି ଅସୁସ୍ଥ...
କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ଇସ୍ତଫା ଦେଲେ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଅଙ୍ଗଦ କହଁର ଦଳର ସଭାପତି...
ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ...
ବାଲିଗୁଡାରେ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ ଜନ ଶୁଣାଣୀ...
