ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗରେ ସ୍ଵାଗତ ସମାରୋହ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ...
ମୌଳିକ ସୁବିଧା ରୁ ବଞ୍ଚିତ ୩୮ ବିସ୍ଥାପିତ କୁଟିଆ ଆଦିବାସୀ ପରିବାର ନିଜ ଭିଟାମାଟିକୁ ଫେରିବେ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି...
ଦଶହରା ଉପଲକ୍ଷେ ବୁଡ଼ାଗୁଡ଼ା ଗ୍ରାମ୍ୟ କମିଟିର ବୈଠକ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ଗ୍ରାମ୍ୟ କମିଟି...
ବିଶ୍ବ ସାକ୍ଷରତା ଦିବସ ପାଳନ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଠାରେ ବିଶ୍ବ ସାକ୍ଷରତା ଦିବସ ପାଳନ ହୋଇଯାଇଛି...
ବାଲିଗୁଡାରେ ଗଣେଷ ପୂଜା ପାଳିତ: ନୂତନ ଛାତ୍ର ଛାତ୍ରୀ ଖଡ଼ି ଛୁଆଁଇଲେ : ଚର୍ଚ୍ଚାରେ ୧୭ଫୁଟିଆ ଗଣେଷ ମୂର୍ତ୍ତି ପୂଜା
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ...
ରାଜ୍ୟ ରାଜପଥରେ ଟ୍ରକ ଅଟକାଇ ଲୁଟ କରିବା ମହଙ୍ଗା ପଡିଲା : ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳରେ ରାଜ ରାସ୍ତାରୁ ଏକ...
ସମଗ୍ର କନ୍ଧମାଳରେ ନିଅଣ୍ଟିଆ ବର୍ଷା:ଚିନ୍ତାରେ ପରିବା ଚାଷୀ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି । ଏହାର...
୮ ଟି ଚୋରୀ ବାଇକ ଜବତ: ଜଣେ ନାବାଳକ ଗିରଫ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା l ୮ ଟି...
ବାଲିଗୁଡାରେ ଗୁରୁ ଦିବସ ପାଳିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ...
ଏସଟି ମୋର୍ଚ୍ଚା ସଦସ୍ୟତା ଅଭିଯାନର ରାଜ୍ୟ କନଭେନର ଭାବେ କରେନ୍ଦ୍ର ମାଝୀ ନିଯୁକ୍ତ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ): ବିଜେପି ସର୍ବ ଭାରତୀୟ ସ୍ତରରେ ସଦସ୍ୟତା ଅଭିଯାନ ଆରମ୍ଭ କରିଥିବା ବେଳେ ଜାତୀୟ ଏସଟି...
ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନାର ଉଦଘାଟନ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା ଦାଶ ଚକ୍ଷୁ ଚିକିତ୍ସାଳୟ । ଜିଲ୍ଲା...
ୟୁକୋ ବ୍ୟାଙ୍କରେ ନକଲି ସୁନାଋଣ ଦୁର୍ନୀତି: ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍ :ଉଚ୍ଚ ସ୍ତରୀୟ ତଦନ୍ତ ଆରମ୍ଭ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି।...
