ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ୟୁକୋ ବ୍ୟାଙ୍କରେ ନକଲି ସୁନାଋଣ ଦୁର୍ନୀତି: ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍ :ଉଚ୍ଚ ସ୍ତରୀୟ ତଦନ୍ତ ଆରମ୍ଭ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି।...
ବାଘଛାଲ କାରବାର ବେଳେ ବନ ବିଭାଗର ଚଢ଼ାଉ: ବନ୍ଧୁକ ସହ ବାଇକ ଜବତ, ୩ ଗିରଫ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ): ବାଘଛାଲ କାରବାର ସମୟରେ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି କନ୍ଧମାଳ ଜିଲା...
ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ...
ଗଞ୍ଜେଇ ଚାଲଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ : ଦୁଇ ଗିରଫ
ବାଲିଗୁଡା : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ...
କନ୍ଧମାଳ ଜିଲ୍ଲା ସ୍ତରୀୟ ପ୍ରାଣୀ ସମ୍ପଦ ଗଣନା ତାଲିମ୍ ଶିବିର ଅନୁଷ୍ଠିତ
କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରାଣୀ ସମ୍ପଦ...
ଅବିବାହିତା ମହିଳା କସ୍ତୁରୀ ବଗର୍ତ୍ତୀଙ୍କୁ ପ୍ରଦାନ କରିବାକୁ ଦାବୀ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ ନୂଆଗାଁ ବ୍ଳକର ବଣ୍ଡଗୁଡ଼ା ପଞ୍ଚାୟତ ମଗଡ଼ିଙ୍ଗିଆ...
ଗୋରୁ କୁ ବଞ୍ଚେଇବା କୁ ଯାଇ ଯାତ୍ରୀବାହୀ ମାଳତୀ ବସ ଦୁର୍ଘଟଣା ଗ୍ରସ୍ତ : ଗୋରୁର ମୃତ୍ୟୁ : ୧୦ରୁ ଉର୍ଧ୍ଵ ଆହତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ...
ସ୍ୱାୟତ୍ତ ଶାସନ ଦିବସ ଅବସରରେ ଫୁଟବଲ୍ ଟୁର୍ନାମେଣ୍ଟ
କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ୱାୟତ୍ତ ଶାସନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ପକ୍ଷରୁ...
ଫ୍ରେଣ୍ଡସ ଗ୍ରୁପର ୧୭ ଫୁଟିଆ ଆକର୍ଷଣୀୟ ମୂର୍ତ୍ତି ତିଆରିରେ ନିମଗ୍ନ କାରିଗର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଧରାପୃଷ୍ଟ ରେ ପ୍ରଭୁ ଗଣେଶ ଅବତରଣ ପୂର୍ବରୁ...
ଜଙ୍ଗଲି ଛତୁ ଖାଇ ଝାଡା ବାନ୍ତିରେ ମାଆ-ପୁଅ ମୃତ: ଦୁଇ ଜଣ ଗୁରୁତର
ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁତ୍ରା ପଞ୍ଚାୟତର ସିକାଟି ଗ୍ରାମରେ ଝାଡା ବାନ୍ତି ହୋଇ...
ବାଲିଗୁଡା ଯୋଗାଣ ବିଭାଗର ଚଢ଼ଉ : ୧୩ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ ପକ୍ଷରୁ କ, ନୂଆଗାଁ ବ୍ଲକର ସାରଙ୍ଗଡ଼ ଓ...
ଜାତୀୟ କ୍ରୀଡ଼ା ଦିବସରେ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ
ବାଲିଗୁଡ଼ା : (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ...
