ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
ଝିରିପାଣି ରେ ଝାଡାବାନ୍ତି : ୪ମୃତ: ଶତାଧିକ ଆକ୍ରାନ୍ତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ଏକ...
ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସରେ ମେସିନ କାର୍ଯ୍ୟକ୍ଷମ ନହେଲେ ଆନ୍ଦୋଳନ ପାଇଁ ଚେତାବନୀ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) :କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସରେ ମେସିନ ନଥିବାରୁ ରୋଗୀ...
ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁ ଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ...
ସର୍ଭେୟର ମାନଙ୍କ ଡିଜିଟାଲ ଫୋଟ ଉଠେଇବା ପ୍ରଶିକ୍ଷଣ
କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅଧିନରେ ଥିବା ବିଭିନ୍ନ ପଞ୍ଚାୟତ ଗୁଡିକରେ ସର୍ଭେୟର ମାନଙ୍କୁ...
କାଟିଙ୍ଗିଆରେ ଚୋରା ମଦ କାରବାର ବୃଦ୍ଧି ଯୋଗୁଁ ମଦ ମୃତ୍ୟୁ ଭୟ : କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ...
ଦଙ୍ଗା ଗୁଜବକୁ ବିଶ୍ବାସ ନକରିବାକୁ ପ୍ରଶାସନର ପରାମର୍ଶ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ପୁଣି ଏକ ଦଙ୍ଗା ଗୁଜବକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ...
ଡିମିରିଗୁଡା ପଞ୍ଚାୟତରେ ମାଁ ପାଇଁ ଗଛ ଟିଏ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଡିମିରିଗୁଡା ପଞ୍ଚାୟତ କାର୍ଯ୍ୟାଳୟ ପରିସର ଓ ପଞ୍ଚାୟତ ନିକଟରେ ବିଶ୍ୱ ପରିବେଶ ଦିବସ...
କଳିଙ୍ଗା ଘାଟିରେ ଟ୍ରକ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା କଳିଙ୍ଗା ଠାରୁ ତିନି କିମି ଦୂର...
ବାଲିଗୁଡାରେ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୂଲ୍ୟରେ ବାଲିଗୁଡା ଶାଖା ପକ୍ଷରୁ ଜାତୀୟ ବରିଷ୍ଠ ନାଗରିକ...
ଭାରତ ବନ୍ଦ ର ପ୍ରଭାବ : ସଂରକ୍ଷଣ ରାୟକୁ ବିରୋଧ କରି ବାଲିଗୁଡାରେ ବସ ଓ ଅଟୋ ଚଳାଚଳ ବନ୍ଦ
ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ...
ଜାଗ୍ରତ ଓଡିଶା ପକ୍ଷରୁ ଔଷଧୀୟ ବୃକ୍ଷ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଗ୍ରାମାଞ୍ଚଳରେ ଔଷଧୀୟ ଚାଷକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଦୁର୍ଗମ ଗାଁ ଓ ଉଜୁଡିଯାଇଥିବା ଜଙ୍ଗଲରେ...
କାଉନସିଲ ବୈଠକକୁ ବର୍ଜନ କଲେ ୮କାଉନସିଲର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି ଉଦୟଗିରି ଏନଏସିର କାଉନସିଲ ହଲରେ ଅନୁଷ୍ଠିତ...
