Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ସଞ୍ଜୟ କୁମାର ପାଣିଗ୍ରାହୀ

ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ

ଜନ୍ମ ପରେ ଶିଶୁଟି କରୁଥିଲା ଜୀବନ ସହ ସଂଗ୍ରାମ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ହସ୍ତ କ୍ଷେପ ପରେ ପାଇଲା ନୂଆ ଜୀବନ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ’ରଖେ ହରି ମାରେ କିଏ’ ‘ମାରେ ହରି ରଖେ କିଏ’ ଏହି ଲୋକକଥା ବା ପ୍ରହେଳିକା...

ପିକଅପ୍‌ ଭ୍ୟାନ ସହ ଗଞ୍ଜେଇ ଜବତ: ୨ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ ଦାରିଙ୍ଗବାଡିର ବଇନ ଶଙ୍ଖ ନିକଟରେ...

ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲିବାକୁ ଦାବୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି...

ଡକାୟତି ପରେ ବୋମାମାଡ଼ ମାମଲାରେ ୩ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ

କନ୍ଧମାଳ,:(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୧୨ ମସିହାରେ ସଂଗଠିତ ଏକ ଡକାୟତି ଏବଂ ବୋମାମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।...

ଅଜଣା ରୋଗରେ ଶଯ୍ୟାଶାୟୀ : ଚିକିତ୍ସା ରେ ଅର୍ଥ ସାଜିଛି ବାଧକ: ସରକାରୀ ସାହାଯ୍ୟ ପାଇଁ ଦାବୀ

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ପାହିରାଜୁ ପଞ୍ଚାୟତରେ ଥିବା ମୁଚ୍ଛଳପଡା ଗାଁର ପ୍ରଶ୍ନ ଦିଗାଲ ଦୀର୍ଘ ୪...

ଲଗାଣ ବର୍ଷାରେ ଧୋଇଗଲା ପୋଲ: ଯାତାୟତ ବାଧାପ୍ରାପ୍ତ

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ ଗତ ଏକ ସପ୍ତାହ ହେଲା ଲଗାଣ ବର୍ଷାରେ ଜନ ଜୀବନ...

ଘରୋଇ ଯୋଗାଣ ପାଇପ୍‌ରେ ଗୋଳିପାଣି: କୂଅ ନଳକୂଅ ପାଖରେ ଭିଡ଼ : ଥଣ୍ଡା କାଶ ଜ୍ଵର ବୃଦ୍ଧି ପାଉଛି

ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି l...

ଗଞ୍ଜେଇ ସହ କାର, ବାଇକ, ମାଉଜର ଓ ଟଙ୍କା ଜବତ, ୭ ଅଭିଯୁକ୍ତ ଗିରଫ

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡ଼ା ପୁଲିସକୁ ମିଳିଲା ଏକ ବଡ ସଫଳତା। ବଡ଼...

କନ୍ଧମାଳ ଜିଲା ସ୍ୱାସ୍ଥ୍ୟ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ ରେ ନିଷ୍ପତି : ମହାପ୍ରୟାଣ ଗାଡ଼ି ବଦଳରେ ବ୍ୟବହାର ହେବ ୧୦୮ ଆମ୍ବୁଲାନ୍ସ

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟର ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲା...

ଏକ ସପ୍ତାହରୁ ଉର୍ଦ୍ଧ ଦିନହେଲା ଜିଓ ନେଟ୍‌ୱର୍କ ସେବା ବାଧାପ୍ରାପ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାରେ ଜିଓ...

ଆଧାରକେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର...

ଶ୍ରାବଣୀ ଯାତ୍ରାର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠ ରେ ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରାବଣ ମାସର ତୃତୀୟ ସୋମବାର ରେ ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ...