ସଞ୍ଜୟ କୁମାର ପାଣିଗ୍ରାହୀ
ସ୍ଥାନୀୟ ପ୍ରତିନିଧି (ବାଲିଗୁଡା) କନ୍ଧମାଳ
୩ ଦିନ ପରେ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ଗାଈ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ଅଞ୍ଚଳରେ ୩...
କନ୍ଧମାଳରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ...
ସାବିତ୍ରୀ ବ୍ରତ ପାଳିତ : ସ୍ୱାମୀଙ୍କ ମଙ୍ଗଳ କାମନା କରି ସଧବାଙ୍କ ପୂଜାର୍ଚ୍ଚନା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ହେଉଛି ସାବିତ୍ରୀ ବ୍ରତ । ଓଡ଼ିଆ ପରମ୍ପରା ଅନୁଯାୟୀ ଆଜିର ଦିନରେ ବ୍ରତ...
ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ : ଦୁଇ ଗୁରୁତର
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ପଞ୍ଚାୟତର ଡ଼ାବୁଲକିଆ ଗ୍ରାମରୁ ଗୁରୁବାର ମଧ୍ୟାହ୍ନରେ ଏକ...
କନ୍ଧମାଳ ଲୋକସଭା ଆସନରେ ପ୍ରଥମ ଥର ପାଇଁ ଖାତା ଖୋଲିଲା ବିଜେପି: ସୁକାନ୍ତ ପାଣିଗ୍ରାହୀ ବିଜୟୀ, ହାରିଲେ ଅଚ୍ୟୁତ ସାମନ୍ତ
କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): ଗଣତନ୍ତ୍ରର ମହାପର୍ବ ସାଧାରଣ ନିର୍ବାଚନ ୨୦୨୪ର ଭୋଟ ଗଣତି ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ...
ବାଲିଗୁଡା ବିଧାନସଭା : ବିଜେଡିର ଚକ୍ରମଣି କହଁର ବିଜୟୀ
ବାଲିଗୁଡ଼ା, ୦୪/୦୫: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଲୋକସଭା ଅନ୍ତର୍ଗତ ବାଲିଗୁଡାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ସମାପ୍ତ...
ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ସକାଳ ୮ଟାରୁ ହେବ ମତଗଣନା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡାରେ ୨ଟି ସ୍ଥାନରେ ଭୋଟ ଗଣତି କରାଯିବ ବୋଲି ଉପଖଣ୍ଡ...
ଶିକାର ବେଳେ ମାଡ଼ିବସିଲା ବନ ବିଭାଗ: ବନ୍ଧୁକ ସହ ଦୁଇ ଗିରଫ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାଟଗୁଡ଼ା ପଞ୍ଚାୟତର ପୁଷାଙ୍ଗିଆ ଠାରେ ଶିକାର କରିବା ସମୟରେ...
ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ଆଉ ଦିନକ ପରେ ଗଣତି, ବଢୁଛି ହୃଦସ୍ପନ୍ଦନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ସକାଶେ ଭୋଗ୍ରହଣ ସରିଛି। ଆଉ...
ବାଲିଗୁଡାର ୨ଟି ସ୍ଥାନରେ ହେବ ଭୋଟ ଗଣତି
ବାଲିଗୁଡା,:(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର ଓଡିଶାରେ ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ । ଏହି ପରିପ୍ରେକ୍ଷୀରେ କନ୍ଧମାଳ...
ନିର୍ବାଚନ ଫଳାଫଳକୁ ନେଇ ବାଲିଗୁଡାରେ ବାଜିମାତ ଦ୍ୱାରା ସଟ୍ଟା ଖେଳ ସକ୍ରିୟ : ୪ ତାରିଖକୁ ଅପେକ୍ଷା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ୧ତାରିଖ ଦିନ ରାଜ୍ୟର ସମସ୍ତ ୪ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହେବ । ଜୁନ୍...
ଘର ଉପରେ ବଜ୍ରପାତ,ଝିଅ ମୃତ,ବାପା,ମା ଗୁରୁତର
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଗୁରୁବାର ଅପରାହ୍ନରେ ଘଡଘଡ଼ି ବର୍ଷା ସାଙ୍ଗକୁ...
