Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ଗରୁଡ ଧ୍ୱଜ ଚୌଧୁରୀ

ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି

ପାରଳାଖେମୁଣ୍ଡି ଠାରେ ସାଖୀ ୱନ୍‌-ଷ୍ଟପ୍ ସେଣ୍ଟର ପକ୍ଷରୁ ସ୍ତନ କର୍କଟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ସାଖୀ ୱନ୍‌-ଷ୍ଟପ୍ ସେଣ୍ଟର ପକ୍ଷରୁ ସ୍ତନ କର୍କଟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ପାରଳାଖେମୁଣ୍ଡି:୧୩/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଆଇ.ଏସ୍‌.ଆର୍‌.ଡି...

ଗଜପତି ଜିଲ୍ଲାର ବିକାଶ ନେଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହହାଇଟେକ୍ ଗ୍ରୁପର ଅଧକ୍ଷ ଡ଼. ତିରୁପତି ପାଣିଗ୍ରାହୀଙ୍କ ଆଲଚନା

ପାରଳାଖେମୁଣ୍ଡି:୧୩/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ତଥା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ସାମଗ୍ରିକ ବିକାଶକୁ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ...

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି:୧୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ପୋଲିସ କୁ ମିଳିଛି ବଡ଼ ସଫଳତା ପାରଳାଖେମୁଣ୍ଡି ଉପକଣ୍ଠ ସ୍ଥିତ ଦେବିତି ଗ୍ରାମନିକଟରେ...

ପାରଳାଖେମୁଣ୍ଡିର ଦେବଗିରି ଓମୋହନା ଫରେଷ୍ଟ ରେଞ୍ଜରୁ ୨ଟିକଲରାପତରିଆବାଘ ଛାଲ ଜବତ, ୬ଅଟକ

ପାରଳାଖେମୁଣ୍ଡି:୧୧/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ବିଭିନ୍ନ ଅଂଚଳରେ ଅବାଧରେ ଚାଲିଥିବା ବନ୍ୟଜନ୍ତୁଙ୍କ ଅଙ୍ଗପ୍ରତ୍ୟଙ୍ଗ ଚୋରା କାରବାର ବିରୋଧରେ ପାରଳାଖେମୁଣ୍ଡି...

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ଜୁଭେଣ୍ଟିକା କାର୍ଯ୍ୟକ୍ରମ କୁ ନେଇ ସଚେତନତା ଶୋଭାଯାତ୍ର ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୧/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ପୋଲିସ ପାରଳାଖେମୁଣ୍ଡି ଥାନା ପକ୍ଷରୁ ‘JUVENTICA’ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ, ୨୦୦ରୁ ଅଧିକ...

ତୃଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଓ ସର୍ଭେ ନିମନ୍ତେ ମୁଖ୍ୟ ପ୍ରଶିକ୍ଷକଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୦/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାରେ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସର୍ଭେ କାର୍ଯ୍ୟକୁ ସୁବ୍ୟବସ୍ଥିତ ଓ ସଠିକ୍...

ଗଜପତଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ସ୍ଥିତ ଏ.ଏନ୍.ଏମ୍ ଟ୍ରେନିଂ କେନ୍ଦ୍ର ଠାରେ ମାନସିକ ସ୍ୱାସ୍ଥ୍ୟ ଓ ସ୍ଥାୟୀ ଲୋକ ଅଦାଲତକୁ ନେଇ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୦/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ବିଶ୍ଵବ୍ୟାପୀ ପାଳିତ ହେଉଥିବା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ତଥା ସ୍ଥାୟୀ ଲୋକ ଅଦାଲତ ସମ୍ପର୍କରେ...

ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀଙ୍କ ଗଜପତି ଜିଲ୍ଲାର ୨୯ ଟି ଗୁରୁତ୍ୱପୂର୍ଣ୍ଣ ଗ୍ରାମୀଣ ରାସ୍ତା ଏବଂ ସେତୁ ନିର୍ମାଣ ପାଇଁ ସ୍ୱତନ୍ତ୍ର ପ୍ୟାକେଜର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପାରଳାଖେମୁଣ୍ଡି:୫/୧୦ (ଗରୁଡ଼ ଧ୍ଵଜ ଚୌଧୁରୀ) ବ୍ରହ୍ମପୁର ଲୋକସଭା ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ...

ମଦ୍ୟପାନ କରି ସାଧାରଣରେ ଉପଦ୍ରଵ ସୃଷ୍ଟି କରିଥିବା ୪ ଜଣ ଯୁବକ ପାରଳା ପୋଲିସ ଦ୍ଵାରା ଗିରଫ

ମଦ୍ୟପାନ କରି ସାଧାରଣରେ ଉପଦ୍ରଵ ସୃଷ୍ଟି କରିଥିବା ୪ ଜଣ ଯୁବକ ପାରଳା ପୋଲିସ ଦ୍ଵାରା ଗିରଫ ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ...

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ ପାରଳାଖେମୁଣ୍ଡି:୨/୧୦(ଗରୁଡ଼...

ଗୁମ୍ମା ବ୍ଲକ ସେରଙ୍ଗ ଗ୍ରାମରେ ଫୁଡ୍ ସେଫ୍ଟି ବିଭାଗ ର ଚଢ଼ାଉହୋଟେଲ ଓ ବିଭିନ୍ନ ଦୋକାନରୁ ଖାଦ୍ୟ ନମୁନା ସଂଗ୍ରହ, ମାନ ପରୀକ୍ଷଣ ପାଇଁ ପଠାଯିବ।

ପାରଳାଖେମୁଣ୍ଡି:୩୦/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ଅନ୍ତର୍ଗତ ସେରଙ୍ଗ ଅଞ୍ଚଳରେ ଆଜି ଫୁଡ୍ ସେଫ୍ଟି...