ଗରୁଡ ଧ୍ୱଜ ଚୌଧୁରୀ
ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି
ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ
ପାରଳାଖେମୁଣ୍ଡି:୨୯/୧(ଗରୁଡ ଧ୍ଵଜ ଚୌଧୁରୀ) ଆଜି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ ଏବଂ ପ୍ରଯୁକ୍ତିବିଦ୍ୟା...
ଗଜପତି ଜିଲ୍ଲା ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରେ ହାଜର ହେଲେ ନକ୍ସଲ ନେତା ଡି.କେଶବ ରାଓ ଅରଫ ଆଜାଦ
ପାରଳାଖେମୁଣ୍ଡି:୨୭/୧(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରେ ହାଜର ହେଲେ ବିଶିଷ୍ଠ...
ରାୟଗଡ ବ୍ଲକ ଏସ.କରଡାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି;୨୭/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଏସ.କାରଡ଼ାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ...
ଗଣେଶ ପୂଜା ଭଷାଣି ସମୟରେ ୬ ବର୍ଷୀୟ ଶିଶୁକୁ ଅପହରଣ ସହ ଦୁଷ୍କର୍ମ ପ୍ରଚେଷ୍ଟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ମୁଖ୍ୟ ଅଭିଯୁକ୍ତଭୋଗିବେ ୫ ବର୍ଷର ସଶ୍ରମ କାରାଦଣ୍ଡ
ପାରଳାଖେମୁଣ୍ଡି:୨୭/୧(ଗରୁଡ ଧ୍ଵଜ ଚୌଧୁରୀ) ଦିନକୁ ଦିନ ସମାଜରେ କୋମଳମତି ଶିଶୁଙ୍କ ପ୍ରତି ହେଉଥିବା ପାଶବିକ ଅତ୍ୟାଚାର ଏବେ ସମସ୍ତଙ୍କର ମୁଣ୍ଡବିନ୍ଧାର...
ରାଜ୍ୟ ବାହାରକୁ ଚୋରାଚାଲାଣ ପାଇଁ ଗଛିତ ଥିବା ୨୪ ଲକ୍ଷ ଟଙ୍କାର ୨୩୭ କେଜି ଗଞ୍ଜେଇ ଜବତ
ପାରଳାଖେମୁଣ୍ଡି:୨୬/୧(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଏସପିଙ୍କ ଯତୀନ୍ଦ୍ର ପଣ୍ଡା ନିର୍ଦେଶକ୍ରମେ ସମଗ୍ର ଜିଲ୍ଲାରେ ଗଞ୍ଜେଇ ଚୋରା କାରବାର ବିରୁଦ୍ଧରେ ଚଢଉ...
୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣ ମାଧ୍ୟମ ଓ ଜିଲ୍ଲାପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଆୟୋଜିତ
ପାରଳାଖେମୁଣ୍ଡି:୨୬/୧(ଗରୁଡ ଧ୍ଵଜ ଚୌଧୁରୀ) ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଆୟୋଜିତ...
ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି:୨୬/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ସ୍ଥାନୀୟ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି...
ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି
ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ) ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ...
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁକର ପାର୍ଲ୍ଲୀ ସୌରା ବାପଷ୍ଟିଷ୍ଟ ଓ ଉତ୍କଳ ବାପଟିଷ୍ଟ ମହିଳା ସମ୍ମିଳନୀରେ ରେ ଯୋଗଦେଲେ ବିଧାୟକ ରୂପେଶ ପାଣିଗ୍ରାହୀ
ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମକୁରପାର୍ଲି ଗ୍ରାମ ଠାରେ ଏକ ବିଶାଳ...
ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ)ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ ସମସ୍ତ ଉତ୍ପାଦର ବିକ୍ରି ଉପରେ ସମ୍ପୂର୍ଣ ବ୍ୟାନ ନିଷେଧାଦେଶ ଜାରି କରିଛନ୍ତି। ଏହାର ସୁଯୋଗ ନେଇ ପୂର୍ବରୁ ଯେଉଁମାନେ ଏହି ଵ୍ୟବସାୟ କରୁଥିଲେ ସେମାନେ ଗୁଟଖା, ଖଇନି, ସିଗାରେଟ ଆଦିର ଦର 3 ଗୁଣରୁ ଅଧିକ କରି କଳା ବଜାରରେ ବିକ୍ରି କରି ମାଲାମାଲ ହେଉଛନ୍ତି. ବର୍ତ୍ତମାନ ଦୋକାନ ଗୁଡ଼ିକରେ ଖୋଲାଖୋଲି ତମାଖୁ ବିକ୍ରି ହେଉ ନଥିବା ବେଳେ ତମାଖୁ ସେବନରେ ଅଭ୍ୟସ୍ତ ଗ୍ରାହକଏବେ ବିକଳ୍ପ ଖୋଜୁଥିବାରୁ ଏହାର ସୁଯୋଗ ନେଇ ଦୋକାନୀ କଳାବଜାର ଆରମ୍ଭ କରିଦେଇଛନ୍ତି । ତିନି ଗୁଣା ଚଢ଼ାଦରରେ ଲୋକଙ୍କୁ ତମାଖୁ ବିକ୍ରି କରାଯାଉଛି। କାରଣ ଆଗରୁ କେବଳ ଗୁଟଖା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏବେ ନିକୋଟିନଯୁକ୍ତ ସମସ୍ତ ପଦାର୍ଥକୁ ନିଷିଦ୍ଧ କରିବା ଫଳରେ କଳାବଜାରରେ ଅଧିକ ଭାବେ ବଢ଼ିଛି। ଯେଉଁ ହୋଲସେଲ୍ ବ୍ୟବସାୟୀମାନେ ଏସବୁ ସାମଗ୍ରୀକୁ ଗଚ୍ଛିତ ରଖିଥିଲେ ସେମାନେ ଦରକୁ ବଢ଼ାଇ ଦେଇଛନ୍ତି। ଆଉ ଲାଭବାନ୍ ହେଉଛନ୍ତି । ଦୋକାନୀମାନେ ବି ଲୁଚାଛପାରେ ଏହାକୁ ବିକ୍ରି କରୁଛନ୍ତି । ବିଭିନ୍ନ ନାମୀ ଓ ବେନାମୀ କମ୍ପାନିର ତମାଖୁ ବିକ୍ରି ହେଉଛି। ଫଳରେ ଧରପଗଡ଼ର ଏବେ ଆବଶ୍ୟକତା ରହିଛି।
ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ) ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ...
ଗଜପତିରେ ଜିଲ୍ଲାସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ପାଳିତ
ପାରଳାଖେମୁଣ୍ଡି:୨୫/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ଆଜି ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ...
ଗଜପତି ଜିଲ୍ଲାର କାଶୀନଗର ଅଞ୍ଚଳରେ ପୁଣି ୪ ଟିକିଆ ହାତୀପଲର ଆତଙ୍କ, ଧାନ ଓ ପନିପରିବା ଫସଲ ନଷ୍ଟ
ପାରଳାଖେମୁଣ୍ଡି:୨୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର କାଶୀନଗର ତହସିଲ ଅଞ୍ଚଳରେ ପୁଣି ୪ ଟିକିଆ ହାତୀ ଉପଦ୍ରଵ ଯୋଗୁଁ ବ୍ୟାପକ...
