Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ଗରୁଡ ଧ୍ୱଜ ଚୌଧୁରୀ

ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି

ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ଚାଲିଥିବା ଅଷ୍ଟପ୍ରହରୀ ନାମଯଜ୍ଞରେ ଯୋଗଦେଲେ ବିଧାୟକ ରୁପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି:୨୫/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି:ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଆୟୋଜିତ ଅଷ୍ଟପ୍ରହରୀ ନାମଯଜ୍ଞ ଓ ସଂକୀର୍ତ୍ତନ କାର୍ଯ୍ୟକ୍ରମରେ ଯୋଗଦେଇ ଭକ୍ତିମୟ...

ଗଜପତି: ଆର ଉଦୟଗିରି ବ୍ଲକ କୁଶୁପଲ୍କୀ ଛକ ଠାରେ ମୋଟର ସାଇକେଲ ଟ୍ରଲର ମୁହାଁମୁହିଁ ଧକ୍କା ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଜଣେ ଗୁରୁତର ଆହତ।

ଗଜପତି: ଆର ଉଦୟଗିରି ବ୍ଲକ କୁଶୁପଲ୍କୀ ଛକ ଠାରେ ମୋଟର ସାଇକେଲ ଟ୍ରଲର ମୁହାଁମୁହିଁ ଧକ୍କା ଘଟଣା ସ୍ଥଳରେ ଜଣଙ୍କ...

ପାରଳାଖେମୁଣ୍ଡି ଠାରେ ଜିଲ୍ଲାରେ ମହିଳା ସୁରକ୍ଷା ଓ ଲିଙ୍ଗଗତ, ତୃତୀୟଲିଙ୍ଗୀ ଓ ଭିନ୍ନକ୍ଷମ ମହିଳାଙ୍କ ସମାନତା ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାରେ ମହିଳା ସୁରକ୍ଷା ଓ ଲିଙ୍ଗଗତ, ତୃତୀୟଲିଙ୍ଗୀ ଓ ଭିନ୍ନକ୍ଷମ ମହିଳାଙ୍କ ସମାନତା ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ...

ପାରଳାଖେମୁଣ୍ଡି ସହରର ବିଭିନ୍ନ ସ୍ଥାନରେ କାର୍ତ୍ତିକ ପୂର୍ଣ୍ଣିମାରେ ପରିବେଶ ସୁରକ୍ଷା’ ତଥା ସ୍ୱଚ୍ଛତା’ର ବାର୍ତ୍ତା ବାଣ୍ଟିଲେ ସ୍ବେଚ୍ଛାସେବୀ

ପାରଳାଖେମୁଣ୍ଡି ସହରର ବିଭିନ୍ନ ସ୍ଥାନରେ କାର୍ତ୍ତିକ ପୂର୍ଣ୍ଣିମାରେ ପରିବେଶ ସୁରକ୍ଷା’ ତଥା ସ୍ୱଚ୍ଛତା’ର ବାର୍ତ୍ତା ବାଣ୍ଟିଲେ ସ୍ବେଚ୍ଛାସେବୀ ପାରଳାଖେମୁଣ୍ଡି:୨୫/୧୧(ଗରୁଡ଼ ଧ୍ଵଜ...

ପାରଳାଖେମୁଣ୍ଡି ସହର ସମେତ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମହା ସମାରୋହରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ

ପାରଳାଖେମୁଣ୍ଡି ସହର ସମେତ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମହା ସମାରୋହରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ...

ପାରଳାଖେମୁଣ୍ଡି ସ୍ଥିତ ସତ୍ୟସାଇ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମୋତ୍ସବ ପାଳିତ ହୋଇଯାଇଛି।

ପାରଳାଖେମୁଣ୍ଡି ସ୍ଥିତ ସତ୍ୟସାଇ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମୋତ୍ସବ ପାଳିତ ହୋଇଯାଇଛି।...

ବହୁଚର୍ଚ୍ଚିତଏ ସି ଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅଭିଯୁକ୍ତ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କନିଲମ୍ବନ କଲେ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା କେନ୍ଦ୍ର ନିର୍ଦ୍ଦେଶକ

ପାରଳାଖେମୁଣ୍ଡି:୨୪/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ବହୁଚର୍ଚ୍ଚିତ ଏ ସି ଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅଭିଯୁକ୍ତ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ...

ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୪/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ବ୍ଲକ ସ୍ତରୀୟ ଲୋକ...

ପାରଳାଖେମୁଣ୍ଡି କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ସମ୍ମୁଖରେ ମହା ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୩/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ସମ୍ମୁଖରେ “ପାରଳାଖେମୁଣ୍ଡି...

ଗୋଷାଣୀ ବ୍ଲକ କଂଗ୍ରେସ ପକ୍ଷରୁ ଅର୍ଣ୍ଣବ ବାତ୍ୟା ଓ କ୍ଷତିଗ୍ରସ୍ତ ପରିବାରଙ୍କୁ ରିଲିଫ ବଣ୍ଟନ

ପାରଳାଖେମୁଣ୍ଡି:୨୨/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକରେ ଅର୍ଣ୍ଣବ ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଗୋଷାଣୀ ବ୍ଲକ...

ପାରଳାଖେମୁଣ୍ଡିରେ ୟୁ.ଏଚ ଆର ସି ପକ୍ଷରୁ ପୋଲିସ ଓ ସବ୍‌ଜେଲ୍ ଅଧିକାରୀଙ୍କୁ ସମ୍ମାନିତ

ପାରଳାଖେମୁଣ୍ଡି:୨୨/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ମାନବାଧିକାର ସୁରକ୍ଷା ଓ ଦୁର୍ନୀତି ବିରୋଧୀ କାଉନସିଲ...

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ରଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୨/୧୧(ଗରୁଡ଼ ଧ୍ୱଜ ଚୌଧୁରୀ) ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ, ଓଡ଼ିଶାର ଉତ୍କଳ କଳା ଓ ସଂସ୍କୃତି ପ୍ରତିଷ୍ଠାନ ବିଭାଗ ପକ୍ଷରୁ...