Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ଗରୁଡ ଧ୍ୱଜ ଚୌଧୁରୀ

ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି

ଗଜପତିରେ ଚୋରା କାଠ ଚାଲାଣ ଅଭିଯୋଗ ରେ ଦୁଇ ଜଣ ଙ୍କୁ ଜେଲ ଦଣ୍ଡ

ପାରଳାଖେମୁଣ୍ଡି:(ଗରୁଡ ଧ୍ୱଜ ଚୌଧୁରୀ): ପିଆଶାଳ କାଠ ଚୋରାଚାଲାଣ ଅଭିଯୋଗରେ ଦୁଇଜଣ ଙ୍କୁ ଗୋଟିଏ ବର୍ଷ ଜେଲ୍ ସହ ଦୁଇ ହଜାର...

ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଭକ୍ତଙ୍କ ସହାୟତାର ହାତ ବଢ଼ି ଚାଲିଛି

ପାରଳାଖେମୁଣ୍ଡି:୨୬/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ କାର୍ଯ୍ୟ ଆଗେଇ...

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ପାରଳାଖେମୁଣ୍ଡି:୨୬/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ଓଡ଼ିଶା...

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଇ-ଅଫିସ୍ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି୨୫/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ-୪ ଠାରେ ଇ-ଅଫିସ୍...

ଗଜପତିରୁ ବେଆଇନ ଗ୍ରାନାଇଟ୍ ଚୋରା ଚାଲାଣ ବେଳେ ଟିପ୍ପର ଜବତ, ୧ ଲକ୍ଷ ୬ ହଜାର ଜରିମାନା

ପାରଳାଖେମୁଣ୍ଡି:୨୫/୩(ଗରୁଡ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାରୁ ବେଆଇନ ଭାବେ ଗ୍ରାନାଇଟ୍ ଚାଲାଣ କରୁଥିବା ଏକ ଟିପ୍ପରକୁ ଖଣି ବିଭାଗ ତରଫରୁ...

ଗଜପତିରେ ୨ ଶିଶୁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼….. ସନ୍ଦେହ ଘେରରେ ସାବତ ମା’, ତଦନ୍ତକୁ ଜୋରଦାର କଲା ପୋଲିସ ପ୍ରଶାସନ

ପାରଳାଖେମୁଣ୍ଡି:୨୫/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ରାମଗିରି ଥାନା ତୁଳସୀନଗର ଗାଁ ଅଙ୍ଗନବାଡ଼ି କେନ୍ଦ୍ରରୁ ମିଳିଥିବା ଖାଦ୍ୟ ଖାଇ ୨...

ଗଜପତିରେ ପୁଣି ମାତିଲେ ଲୁଟେରା…. ଝାମ୍ପି ନେଲେ ସୁନା ଚେନ୍, ତଳେ ପଡି ଦମ୍ପତି ଆହତ

ପାରଳାଖେମୁଣ୍ଡି:୨୫/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାରେ ପୁଣି ଲୁଟେରା ମାନେ ସକ୍ରିୟ ହୋଇ ଉଠିଛନ୍ତି. ଗତକାଲି ଭୁଷକୁଡ଼ି ଗ୍ରାମର ଅବସରପ୍ରାପ୍ତ...

କାଶୀନଗର ବ୍ଲକ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୪/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ...

ଅନୁଗୁଳ ମଦ ବ୍ୟବସାୟୀଙ୍କ ଲିଙ୍କରେ ପାରଳାଖେମୁଣ୍ଡିର ଦୁଇ ମଦ ବ୍ୟବସାୟୀ ଙ୍କ ଘରେ ଆୟକର ବିଭାଗର ଚଢଉ ତଦନ୍ତ ସାରି ଫେରିଲେ ଅଧିକାରୀ

ପାରଳାଖେମୁଣ୍ଡି:୨୪/୩(ଗରୁଡ ଧ୍ୱଜ ଚୌଧୁରୀ)ଅନୁଗୁଳ ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଲିଙ୍କ୍‌ରେ ପାରଳାଖେମୁଣ୍ଡି ଠାରେ ଆୟକର ବିଭାଗର ସ୍ବତନ୍ତ୍ର ଟିମ୍ ଚଢ଼ଉ...

ଛତୁଆ ନୁହେଁ ଅଟା ଓ ବେସନ ମିଶ୍ରିତ ଖାଦ୍ୟ ଖାଇ ୨ ଶିଶୁ କନ୍ୟା ମୃତ…… ଗଜପତି ଜିଲ୍ଲାପାଳ

ପାରଳାଖେମୁଣ୍ଡି:୨୪/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ୍ ତଥା ରାମଗିରି ଥାନା ନିକଟ ଡେମାକୁଟି ସାହିରେ ଗତକାଲି ଛତୁଆ ଖାଇ...

ବ୍ରହ୍ମପୁର ସ୍ଥିତ ନବୀନ ଭବନ ଠାରେ ଡ଼.ରାମ ମନୋହର ଲୋହିଆ ଓ ଭଗତ୍‌‍ ସିଂଙ୍କ ଶହୀଦ ଦିବସ ପାଳିତ

ପାରଳାଖେମୁଣ୍ଡି:୨୪/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରର ଅଗ୍ରଣୀ ବୁଦ୍ଧିଜୀବୀ ଅନୁଷ୍ଠାନ ଭଗତ ସିଂଓ ଲୋହିଆ ବିଚାର ମଞ୍ଚ ପକ୍ଷରୁ...

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।

ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ...