ଗରୁଡ ଧ୍ୱଜ ଚୌଧୁରୀ
ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି
ମୋହନା ଠାରେ ବ୍ଲକ ସ୍ତରୀୟ ୭୯ ତମ ସ୍ଵାଧୀନତା ଦିବସ ପୂର୍ବରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୪/୮(ଗରୁଡ ଧ୍ଵଜ ଚୌଧୂରୀ)ଗଜପତି ଜିଲ୍ଲା ମୋହନା ବ୍ଲକ ର ସଦର ମହକୁମା ମୋହନା ଠାରେ ଆଜି ସ୍ଥାନୀୟ ଗୋଷ୍ଟି ଉନ୍ନୟନ...
ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟଳୟ ର କିରାଣୀ ଜଗଦୀଶ ପଟନାୟକ ଓ ପିଅନ ନିରଞ୍ଜନ ନାୟକ ଚୁକ୍ତି ଭିତ୍ତିକ ଡାକ୍ତର ଙ୍କ ନିଯୁକ୍ତି ପତ୍ର ଦେବା ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ
ପାରଳାଖେମୁଣ୍ଡି:୧୩/୮(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟଳୟରେ କାର୍ଯ୍ୟରତ କିରାଣୀ ଜଗଦୀଶ ପଟନାୟକ ଓ ପିଅନ ନିରଞ୍ଜନ ନାୟକ...
ଓସ୍ତା ପକ୍ଷରୁ ୫ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ପାରଳାଖେମୁଣ୍ଡି:୯/୮(ଗରୁଡ ଧ୍ଵଜ ଚୌଧୁରୀ) ଓଡିଶା ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ କମିଟି ଓସ୍ତା ପକ୍ଷରୁ ୫ଦଫା ଦାବି ନେଇ...
ପାରଳାଖେମୁଣ୍ଡି ନଗର କଂଗ୍ରେସ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସାତ ଦଫା ଦାବି ନେଇ ସ୍ମାରକ ପତ୍ର ପ୍ରଦାନ
ପାରଳାଖେମୁଣ୍ଡି:୯/୮(ଗରୁଡ ଧ୍ଵଜ ଚୌଧୁରୀ)(ତାରିଣୀ ପ୍ରସାଦ ପଣ୍ଡା ): ପାରଳାଖେମୁଣ୍ଡି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ...
ଗଜପତି ଜିଲ୍ଲାରେ ରେ 108 ଆମ୍ବୁଲାନ୍ସରେ ମଦ୍ୟପାନ କରି ଡ୍ରାଇଭର ଶୋଇ ପଡିଲେ…. ଅଧା ରାସ୍ତାରେ ଅଟକିଲା ଗର୍ଭବତୀଙ୍କୁ ନେଉ ଯାଉଥିବା ଆମ୍ବୁଲାନ୍ସ
ପାରଳାଖେମୁଣ୍ଡି:୯/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି l ମଦ ପିଇ...
ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ ମୋର୍ଚ୍ଚା ପକ୍ଷରୁ ଗଜପତି ଜିଲ୍ଲାରେ ରେ ବିଶ୍ବ ଆଦିବାସୀ ଦିବସ ପାଳିତ
ପାରଳାଖେମୁଣ୍ଡି:୯/୮(ଗରୁଡ ଧ୍ଵଜ ଚୌଧୁରୀ)ଆଜି ବିଶ୍ଵ ଆଦିବାସୀ ଦିବସ ଅବସରରେ କାଶୀନଗର ବ୍ଲକ ସିଆଳି ପଞ୍ଚାୟତର ପେଦାଗୁଡା ଠାରେ ଅଖିଳ ଭାରତ...
ଆନ୍ଧ୍ର ପ୍ରଦେଶ ପଥର କୁଆଁରୀ ବିସ୍ପୋରଣରେ ପ୍ରାଣ ହରାଇଥିବା ଗଜପତି ଜିଲ୍ଲାର ୨ ପରିବାରକୁ ଭେଟିଲେ ବିଜେଡ଼ି ନେତାପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ. ମୃତ୍ୟୁବରଣ ପରିବାରକୁ ସମବେଦନା ଜଣାଇବା ସହ ଆବଶ୍ୟକ ସରକାରୀ ସାହାର୍ଯ୍ୟ ଦାବି ନେଇ ଗଜପତି ଜିଲ୍ଲାର ବିଜେଡି ନେତାମାନେ ମୃତ ପରିବାରକୁ ଭେଟି ସରକାରଙ୍କୁ ଦାବି ଜଣାଇଛନ୍ତି. ଘଟଣାରୁ ପ୍ରକାଶ, ଗତ ୩ତାରିଖ ଦିନ ଆନ୍ଧ୍ରପ୍ରଦେଶର ଏକ ପଥର କୁଆଁରୀ ବିସ୍ପୋରଣ ସମୟରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା. ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ ଜଣ ଓ ଗଜପତି ଜିଲ୍ଲାର ୨ଜଣ ରହିଛନ୍ତି. ଉକ୍ତ ଖବର ପାଇ ପାରଳା ବିଧାୟକ ଇଂ ରୁପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଚନ୍ଦ୍ରଗିରି ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଗଜପତି ଜିଲ୍ଲା ମୋହନା ବ୍ଳକର ଦୁଇ ମୃତକ ଭାସ୍କର ବିଷୋୟୀ ଓ ଟୁକୁନା ଦଳାଇଙ୍କ ମୃତ ପରିବାରଙ୍କ ଘରେ ପହଞ୍ଚି ସେମାନଙ୍କୁ ସାନ୍ତ୍ୱନା ଦେବା ସହ 2 ମୃତକଙ୍କ ଆତ୍ମାର ସଦଗତି କାମନା କରିଥିଲେ. ଏଥିସହ ଦୁଇ ପରିବାରକୁ ଆର୍ଥିକ ସହାୟତା ସହ ଆବଶ୍ୟକ ସମସ୍ତ ସୁବିଧା ସୁଯୋଗ ସରକାର ପ୍ରଦାନ କରନ୍ତୁ ବୋଲି ବିଜେଡିର ଏହି ନେତାମାନେ ଦାବି କରିଛନ୍ତି.ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଦୁଇ ମୃତ ପରିବାରର ପିଲାମାନଙ୍କୁ ପାଠ ପଢିବା ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ.
ପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ....
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୨୯/୭(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ...
ଗଜପତି ଜିଲ୍ଲା ଶାଖା ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ନିର୍ବାଚନ
ପାରଳାଖେମୁଣ୍ଡି:’୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ସ୍ଥାନୀୟ ବସନ୍ତ ବିହାର ଠାରେ ଗଜପତି ଜିଲ୍ଲା ଶାଖା ଉତ୍କଳ ସମ୍ମିଳନୀର ଏକ ପ୍ରସ୍ତୁତି ବୈଠକ...
ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।
ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ...
ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ହାଇସ୍କୁଲ ରେ ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହାଇସ୍କୁଲର ହିନ୍ଦୀ ଶିକ୍ଷକ ନିଲମ୍ବିତ
ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ହାଇସ୍କୁଲ ରେ ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହାଇସ୍କୁଲର ହିନ୍ଦୀ ଶିକ୍ଷକ ନିଲମ୍ବିତ ପାରଳାଖେମୁଣ୍ଡି:୨୬/୭(...
ରାମନାଗୁଡ଼ା ଆୟୁଷ ସ୍ନାତକ କଳା ମହାବିଦ୍ୟାଳୟ ଠାରେ ଯୌନ ନିର୍ଯାତନା ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୫/୭(ଗରୁଡ ଧ୍ଵଜ ଚୌଧୂରୀ)ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ୍ ଆୟୁଷ ସ୍ନାତକ ( କଳା) ମହାବିଦ୍ୟାଳୟରେ ନାରୀ ନିର୍ଯ୍ୟାତନା ସୁରକ୍ଷା ନିମନ୍ତେ...
