ଗରୁଡ ଧ୍ୱଜ ଚୌଧୁରୀ
ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି
ଓଡ଼ିଶାର ସର୍ବପୁରାତନ ସାପ୍ତାହିକ ପତ୍ରିକା ନବୀନର ୨୭ ତମ ବିଷୁବ ମିଳନରେ ସମ୍ମାନିତ ହେବେ ୫ ପ୍ରତିଭାଧର
ପାରଳାଖେମୁଣ୍ଡି:୮/୪(ଗରୁଡ଼ ଧ୍ୱଜ ଚୌଧୁରୀ) ଓଡ଼ିଶାର ସର୍ବପୁରାତନ ସମ୍ୱାଦପତ୍ର ନବୀନ ପକ୍ଷରୁ ଗଠିତ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ...
ରାୟଗଡ ଏସଏସଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବିରୁଦ୍ଧରେ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ ପୂର୍ବତନ ସରପଞ୍ଚ
ରାୟଗଡ(ଗଜପତି) ୮/୪- ରାୟଗଡ ଏସଏସଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଉପରେ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ ପୂର୍ବତନ ସରପଞ୍ଚ ଦୀପ୍ତିପ୍ରଭାଲାଲ...
କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ଶିଶୁ ମାନଙ୍କ ଯତ୍ନ ଓ ସୁରକ୍ଷା ନିମନ୍ତେ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ “କଳିକା” ର ଉଦଘାଟନ
ପାରଳାଖେମୁଣ୍ଡି:୭/୪(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ମହିଳାଙ୍କ ଶିଶୁ (0-3 ବର୍ଷ) ମାନଙ୍କର କାର୍ଯ୍ୟରତ ସମୟରେ ଶିଶୁମାନଙ୍କ ଯତ୍ନ...
କୃଷକମାନଙ୍କୁ ସଶକ୍ତ କରିବା ଏବଂ କୃଷି ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ତୃତୀୟ ଉତ୍କଳ କୃଷିମେଳା ଅନୁଷ୍ଠିତ ।
ପାରଳାଖେମୁଣ୍ଡି:୭/୪(ଗରୁଡ଼ ଧ୍ୱଜ ଚୌଧୁରୀ)ସେଞ୍ଚୁରିଅନ୍ ପ୍ରଯୁକ୍ତିବିଦ୍ୟା ଏବଂ ପରିଚାଳନା ବିଶ୍ୱବିଦ୍ୟାଳୟ , ଓଡ଼ିଶାର ପାରଳାଖେମୁଣ୍ଡି ପରିସରରେ ଏମ.ଏସ. ସ୍ୱାମୀନାଥନ କୃଷି ବିଦ୍ୟାଳୟ...
ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୭/୪(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ...
ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ।
ପାରଳାଖେମୁଣ୍ଡି:୭/୪(ଗରୁଡ଼ ଧ୍ୱଜ ଚୌଧୁରୀ)ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଷଷ୍ଠ ଦିନରେ ଓଡ଼ିଆ ପକ୍ଷରୁ ଜିଲ୍ଲାର ବିଭିନ୍ନ ଦେବାଳୟ,ଐତିହ୍ୟ ସ୍ଥଳୀଓ ପର୍ଯ୍ୟଟନ...
ଗଜପତି ଷ୍ଟାଡିୟମ ଠାରେ ସି.ଏମ୍.ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି:୭/୪ (ଗରୁଡ଼ ଧ୍ଵଜ ଚୌଧୁରୀ) ସି.ଏମ୍.ଟ୍ରଫି ନିମନ୍ତେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଛି।...
ପାରଳାଖେମୁଣ୍ଡି ସ୍ଥିତ ୟୁ ଟେକ୍ କମ୍ପ୍ୟୁଟର୍ କେନ୍ଦ୍ର ଠାରେ ହାତବୁଣା କାର୍ଯ୍ୟ କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ପାରଳାଖେମୁଣ୍ଡି ସ୍ଥିତ ୟୁ ଟେକ୍ କମ୍ପ୍ୟୁଟର୍ କେନ୍ଦ୍ର ଠାରେ ହାତବୁଣା କାର୍ଯ୍ୟ କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ପାରଳାଖେମୁଣ୍ଡି:୬/୪(ଗରୁଡ଼...
ମହେନ୍ଦ୍ର ତନୟା ନଦୀରେ ପାଣିର ସ୍ରୋତ ଶୁଖି ଯିବା ଜଗୁଁ ପାରଳାଖେମୁଣ୍ଡି ସହରକୁ ପାନୀୟ ଜଳ ଯୋଗାଣ ବାଧା ସୃଷ୍ଟି ହୋଇଛି
ପାରଳାଖେମୁଣ୍ଡି:୫/୪(ଗରୁଡ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମ୍ୟୁନିସପାଲିଟି ଅଞ୍ଚଳର ୧୬ଟି ୱାର୍ଡ ସମେତ ଆଖପାଖ ପଞ୍ଚ।ୟତକୁ...
ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ
ପାରଳାଖେମୁଣ୍ଡି:୪/୪(ଗରୁଡ଼ ଧ୍ୱଜ ଚୌଧୁରୀ)ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା...
ଓଡ଼ିଆ ପକ୍ଷ ପାଳନ ଅବସରର ପାରମ୍ପରିକ ପୋଷାକ ପରିଧାନ ଅଭିଯାନପାରଳାଖେମୁଣ୍ଡି:୩/୪(ଗରୁଡ଼ ଧ୍ଵଜ ଚୌଧୁରୀ)ରାଜ୍ୟ ବ୍ୟାପୀ ଓଡ଼ିଆ ପକ୍ଷ ପାଳିତ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ଆମ ପୋଷାକ ଆମ ପରିଚୟ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ୍ର ପୋଷାକ ପରିଧାନ କରିଛନ୍ତି। ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଧେଶ କ୍ରମେ ଓଡ଼ିଶା ଦିବସ ୧ ଅପ୍ରେଲ ଠାରୁ ମହାବିଷୁବ ସଂକ୍ରାନ୍ତି ୧୪ ଅପ୍ରେଲ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଦିନ ବିଭିନ୍ନ ବିଭାଗ ଦ୍ଵାରା କାର୍ଯ୍ୟକ୍ରମ ଗୁଡ଼ିକ ସ୍ଥିର କରାଯାଇଛି। ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ। ଓଡ଼ିଶା ହସ୍ତତନ୍ତ୍ରର ସମଗ୍ର ବିଶ୍ୱରେ ପ୍ରସିଦ୍ଧ ରହିଛି। ଏଣୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତୁ, ଆମେ ସମସ୍ତେ ହସ୍ତତନ୍ତ୍ର ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରିବା। କେବଳ ଆଜି ନୁହେଁ, ସବୁ ଦିନ ପିନ୍ଧିବା ଏବଂ ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବା।
ପାରଳାଖେମୁଣ୍ଡି:୩/୪(ଗରୁଡ଼ ଧ୍ଵଜ ଚୌଧୁରୀ)ରାଜ୍ୟ ବ୍ୟାପୀ ଓଡ଼ିଆ ପକ୍ଷ ପାଳିତ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ଆମ ପୋଷାକ ଆମ ପରିଚୟ କାର୍ଯ୍ୟକ୍ରମ...
ଅମୃତ ଷ୍ଟେସନ୍ ଯୋଜନାରେ ପାରଳାଖେମୁଣ୍ଡି ରେଳଷ୍ଟେସନକୁ ଐତିହାସିକ ପାରଳା ରାଜକୀୟ ମହତ୍ତ୍ୱକୁ ପ୍ରତିଫଳିତ କରିବାକୁ ପ୍ରୟାସ କରାଯାଉଛି
ପାରଳାଖେମୁଣ୍ଡି:୨/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଅମୃତ ଷ୍ଟେସନ୍ ଯୋଜନାର ଅଂଶ ଭାବରେ ଐତିହାସିକ ପାରଳାଖେମୁଣ୍ଡି ରେଳଷ୍ଟେସନ୍ର ପୁନର୍ବିକାଶ ଓ ନବୀକରଣ କରାଯାଉଛି। ୧୬.୪...
