ଗରୁଡ ଧ୍ୱଜ ଚୌଧୁରୀ
ସ୍ଥାନୀୟ ପ୍ରତିନିଧି (ପାରଳାଖେମୁଣ୍ଡି) ଗଜପତି
ପାରଳାଖେମୁଣ୍ଡି ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୯/୭(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂlସ୍କୃତିକ ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା...
କାଶୀନଗର ବ୍ଲକ କେ.ସୀତାପୁର ଗ୍ରାମର ବସ୍ଷ୍ଟପରୁଅଚିହ୍ନା ବ୍ୟକ୍ତିର ମୃତଦେହ ଉଦ୍ଧାର
କାଶୀନଗର ବ୍ଲକ କେ.ସୀତାପୁର ଗ୍ରାମର ବସ୍ଷ୍ଟପରୁଅଚିହ୍ନା ବ୍ୟକ୍ତିର ମୃତଦେହ ଉଦ୍ଧାର ପାରଳାଖେମୁଣ୍ଡି:୩୦/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା କାଶୀନଗର ଥାନା କେ.ସୀତାପୁର...
ମୋହନା ନିର୍ବାଚନ ମଣ୍ଡଳୀରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଙ୍କ ବିଜୟ ଶୋଭାଯାତ୍ରା
ପାରଳାଖେମୁଣ୍ଡି:୨୮/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ସାଧାରଣ ନିର୍ବାଚନରେ ବିଜେଡି ଓ...
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ନିରୋଧ ଦିବସ ପାଳିତ ।
ପାରଳାଖେମୁଣ୍ଡି:୨୬/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ଅନୁଷ୍ଠାନ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା...
ଗଜପତି ଜିଲ୍ଲାରୁ କନ୍ୟାରତ୍ନ କୁ କୋଳେଇ ନେଲେ ଝାଡ଼ଖଣ୍ଡ ଦମ୍ପତ୍ତି
ପାରଳାଖେମୁଣ୍ଡି:୨୫/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୫ ତମ ଶିଶୁ କନ୍ୟାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ...
ପାରଳାଖେମୁଣ୍ଡି ଶ୍ରୀମନ୍ଦିରରେ ପବିତ୍ର ଦେବସ୍ନାନ ପୁର୍ଣିମା ଉତ୍ସବ ଓ ଗଜାନନ ବେଶ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୩/୬(ଗରୁଡ଼ ଧ୍ୱଜ ଚୌଧୁରୀ)ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ...
ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀକାନ୍ତ ଅଧିକାରୀଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ
ପାରଳାଖେମୁଣ୍ଡି:୨୩/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରର ସାନ ବ୍ରାହ୍ମଣ ସାହି ବାସିନ୍ଦା ବରିଷ୍ଠ ଆଇନଜୀବୀ...
ନୂତନ ଭାବେ ଶାସନ କୁ ଆସିଥିବା ବିଜେପି ସରକାର ଆମ ଗ୍ରାମର ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନିଅନ୍ତୁ
ପାରଳାଖେମୁଣ୍ଡି:୨୨/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଗତ ସରକାରଙ୍କୁ ବହୁ ଵାର ଦାବି, ଅନୁରୋଧ, ନିବେଦନ ଆଦି ବାରମ୍ବାର କରିବା ପରେ ସୁଦ୍ଧା ଆମର...
ପାରଳାଖେମୁଣ୍ଡ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୨/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବିଏନ:(ବୃନ୍ଦାବନ) ପ୍ୟାଲେସ ପରିସରରେ ଥିବା ରଙ୍ଗମଞ୍ଚ...
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୯/୬(ଗରୁଡ଼ ଧ୍ଵଜ ଚୌଧୁରୀ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି।...
ପିଏମ କିଷାନ ସମ୍ମାନ ନିଧି ଯୋଜନାରେ ୧୭ ତମ କିସ୍ତି ଅର୍ଥ ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ହସ୍ତାନ୍ତର କାର୍ଯ୍ୟକ୍ରମ ଭର୍ଚୁଆଲ ମୋଡରେ ପ୍ରଦର୍ଶନ
ପାରଳାଖେମୁଣ୍ଡି:୧୯/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ରାଜ ସୀତାପୂର ସ୍ଥିତ ସେଞ୍ଚୁରିଅନ ୟୁନିଭରସିଟିର ଅଡିଟରିଅମ ହଲ...
ଗଜପତିରୁ ରାଜ୍ୟ ବାହାରକୁ ଚୋରାଚାଲାଣ ପାଇଁ କାଜୁ ତୋଟାରେ ଗଛିତ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ
ପାରଳାଖେମୁଣ୍ଡି:୧୭/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲା ଅଡବା ଥାନା ବାଛିପଙ୍କା ନିକଟସ୍ଥ କାଜୁ ତୋଟାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି...
