Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Avatar photo

ରାଜକିଶୋର ତ୍ରିପାଠୀ

ସ୍ଥାନୀୟ ପ୍ରତିନିଧି ସୁବର୍ଣ୍ଣପୁର

ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସ୍ଥାନୀୟ ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ...

ସୁବର୍ଣ୍ଣପୁରରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆଜି ସୋନପୁର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ଅନ୍ତର୍ଜାତୀୟ ମହିଳା...

ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା)ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପାଳଙ୍କ...

ସୁବର୍ଣ୍ଣପୁର ନୂତନ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୁବର୍ଣ୍ଣପୁର ନୂତନ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କୁ ଆଜି ସୋନପୁର...

ଶାସ୍ତ୍ରୀ ନଗର ଠାରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଲାଙ୍ଗିର :- ଆଜି ବଲାଙ୍ଗିର ଶାସ୍ତ୍ରୀ ନଗର, ଆୟୁସ୍ମାନ ଆରୋଗ୍ୟ ମନ୍ଦିର ଆନୁକୂଲ୍ୟରେ ସ୍ଥାନୀୟ ଶାସ୍ତ୍ରୀ ନଗର ପାଠାଗାର ଠାରେ...

ବିଭିନ୍ନ ପ୍ରସଙ୍ଗ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଓଡ଼ିଶା ସାମ୍ବାଦିକ ସଂଘ କର୍ମକର୍ତ୍ତା

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆଜି ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଦିବଂଗତ...

ସୁବର୍ଣ୍ଣପୁର ଏବିଭିପି ର ଭିକ୍ଷୋଭ ସହ ଅଚ୍ୟୁତ ସାମନ୍ତଙ୍କ କୁଶ ପୁତ୍ତଳିକା ଦାହ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଭୁବନେଶ୍ଵରସ୍ଥିତ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରଛାତ୍ରୀଙ୍କ ପ୍ରତି ଅମାନୁଷିକ ଅତ୍ୟାଚାର କରାଯାଇଥିବା...

ସୁବର୍ଣ୍ଣପୁର ଜିଲ୍ଲା ବିଜେପି ସଭାପତି ହେଲେ ବେଣୁଧର ଦାଶ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ )ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ବିଜେପି ନେତା ବେଣୁଧର ଦାଶଙ୍କୁ ନୂତନ ବିଜେପି ଜିଲ୍ଲା...

ଓଡିଶା ସାମ୍ବାଦିକ ସଂଘର ୧୫ ତମ ବାର୍ଷିକ ସମ୍ବିଳନୀ ଅନୁଷ୍ଠିତ

ଭୁବନେଶ୍ୱର :- ସମାଜ ଗଠନରେ ସାମ୍ବାଦିକ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏଣୁ ସଠିକ ତଥ୍ୟ ପରିବେଷଣ କରିବା ଜଣେ...

ପୋଲିସ୍ କନଷ୍ଟେବଳ ଦିଲିପ ମିଶ୍ରଙ୍କ ମୃତ୍ୟୁ ଦିଆଗଲା ଗାର୍ଡ ଅଫ ଅନର୍

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ଜିଲ୍ଲା ପୋଲିସର ୧୯୯୭ ବ୍ୟାଚ୍ ର କନେଷ୍ଟବଳ ଦିଲିପ ମିଶ୍ରଙ୍କ...

ଶ୍ରମିକ ସଚେତନତା ରଥ ଶୁଭାରମ୍ଭ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ...

ଆସନ୍ତା ୧୭ରୁ ସର୍ବଭାରତୀୟ ରାମଧୂନ୍ କପ ଫୁଟବଲ ଚାମ୍ପିଅନସିପ୍

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ଆସନ୍ତା ୧୭ ରୁ ୨୩ ତାରିଖ ଯାଏଁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ...