ସୌମିତ୍ରି ମେହେର
ବୀରମହାରାଜପୁର ଉପଖଣ୍ଡ ସୁବର୍ଣ୍ଣପୁର
କ୍ଷେମାଲୋଏ ପଞ୍ଚାୟତ ରେ ଜାତୀୟ ସମ୍ବିଧାନ ଦିବସ ପାଳିତ
ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କ୍ଷେମାଲୋଏ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଜାତୀୟ ସମ୍ବିଧାନ ଦିବସ...
ପୁରୁଷ ବନ୍ଧ୍ୟା କରଣ ସଚେତନତା ରଥ ର ଶୁଭାରମ୍ଭ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଲୟ ପରିସରରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ ଅବସରରେ ଏକ ସଚେତନତା...
ବୀରମହାରାଜପୁର – ସୋନପୁର ମୁଖ୍ୟ ରାସ୍ତା ଭୂଦୋବର ନିକଟରେ ଟ୍ରକ୍ ଧକ୍କାରେ ସ୍କୁଟି ଚାଳକ ମୃତ
ବୀରମହାରାଜପୁର : ସୋନପୁର-ବୀରମହାରାଜପୁର ମୁଖ୍ୟ ରାସ୍ତା ଭୂଦୋବର ନିକଟରେ ଆଜି ସକାଳେ ଏକ ଟ୍ରକ ଧକ୍କାରେ ଜଣକ ର ମୃତ୍ୟୁ...
ଶାଗଜୁରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବlଳ ବୈଜ୍ଞାନିକ ପ୍ରଦର୍ଶନୀ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସାଗଜୁରୀ ଠାରେ ବ୍ଲକ ବାଳବୈଜ୍ଞାନିକ ପ୍ରଦର୍ଶନି...
ଦାଦରପାଲି ସଞ୍ଜୟ ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ; କୋଟସମଲାଇ କୁ ହରାଇ ବହଲପଦର ଚାମ୍ପିଆନ୍ ଘୋଷିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଦାଦରପାଲି ଗ୍ରାମର ଖେଳ ପଡ଼ିଆରେ ୭ମ ସଞ୍ଜୟ...
ବିଜେପି ପକ୍ଷରୁ ବୀରମହାରାଜପୁର କଲ୍ଯାଣ ମଣ୍ଡପ ଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ବିଜେପି ପକ୍ଷରୁ ବନ୍ଦେ ମାତରଂ ଏବଂ ଆତ୍ମ ନିର୍ଭର...
ବୀରମହାରାଜପୁର ଠାରେ ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଳଭ ଭାଇ...
ସଞ୍ଜୟ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଦ୍ଵିତୀୟ ଦିବସରେ ବହଲପଦର ଦଳ ଫାଇନାଲ ରେ ପ୍ରବେଶ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଦାଦରପାଲି ଗ୍ରାମ ଖେଳ ପଡ଼ିଆରେ ୭ମ ସଞ୍ଜୟ...
ବ୍ଲକ ସ୍ତରୀୟ କ୍ରିକେଟ ଓ ଫୁଟବଲ ଖେଳାଳି ଚୟନ ଶିବିର ଅନୁଷ୍ଠିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତା ମହୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ କ୍ରିକେଟ...
ଖଣ୍ଡହତା କଲେଜରେ ମଦ ମୁକ୍ତି ଯୁବ ବାହିନୀ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବିରମହlରାଜପୁର ବ୍ଲକ ଖଣ୍ଡହତା ରବୀନ୍ଦ୍ରନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଶନିବାର ଏକ ନିଶା...
ଉଲୁଣ୍ଡା ସରସ୍ଵତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ଅୟୋଜିତ
ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ବିଦ୍ୟାଳୟ ସ୍ତରୀୟ ୧୯ତମ ବାର୍ଷିକ କ୍ରୀଡ଼ା...
ବାଗବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲବୈଜ୍ଞାନିକ ପ୍ରଦର୍ଶନୀ ଆୟୋଜିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଗବର ଠାରେ ଆଜି ବିଦ୍ୟାଳୟ...
