ସୌମିତ୍ରି ମେହେର
ବୀରମହାରାଜପୁର ଉପଖଣ୍ଡ ସୁବର୍ଣ୍ଣପୁର
ଉଲୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରମାକାନ୍ତ ବିଶି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା
ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ତଥା ଶିକ୍ଷା ବିଭାଗର ପ୍ରାଧ୍ୟାପକ...
ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ...
ବୀରମହାରାଜପୁର ବାଳକ ହାଇସ୍କୁଲ ରେ ଜାତୀୟ ଏକତା ଦିବସ ପାଳିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ଆଜି ଭାରତ ର ପ୍ରଥମ ସ୍ଵରାଷ୍ଟ୍ର ମନ୍ତ୍ରୀ...
ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟ ରେ ସ୍ଵଚ୍ଛତା ପଦଯାତ୍ରା ଅନୁଷ୍ଠିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଗୁରୁବାର ମାସିକ ଆଶା ବୈଠକ ଓ ସ୍ବଚ୍ଛତା ପଦଯାତ୍ରା ସହିତ...
ସମ୍ବଲପୁର ଝାଡୁଦାର ନିଯୁକ୍ତି ଦେବା ନାଁରେ ଠକେଇ ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ମହିଳା
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ହିଲୁଙ୍ଗ, ଚମ୍ପାମାଲ , ଭୁଦବର, ଜନକପୁର ଓ ମେଣ୍ଡିଲୀପାଲି ଗ୍ରାମର...
କେନଝିରିଆ ପାଲି ହାଇ ସ୍କୁଲ ରେ ଦୁର୍ନୀତି ନିବାରଣ ସଚେତନତା ଅବସରରେ ଶପଥପାଠ କାର୍ଯ୍ୟକ୍ରମ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ, କେନଝିରିଆପାଲି ଠାରେ ଦୁର୍ନୀତି ନିବାରଣ ସପ୍ତାହ...
ପିତାମହୁଲ ହାଇସ୍କୁଲ ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତାମହୂଲ ହାଇସ୍କୁଲରେ ବ୍ଲକ୍ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି। ଉଦ୍ଘାଟନୀ...
ଖଣ୍ଡହତା ସିୟl ପରିବାର ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତl ରେ ଅଜି ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଖଣ୍ଡହତାର...
ବାଘମାରି ଗ୍ରାମ ଅଜିତ ହତ୍ୟାକାଣ୍ଡ ଘଟଣା ରେ ଆସାମୀକୁ ଧରିବା ଦାବିରେ ଏସ୍ ଡି ପିଓ ଅଫିସ ଘେରାଉ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବାଘମାରି ଗାଁର ଅଜିତ ଖଣ୍ଡଗିରି କୁ ନିକଟସ୍ଥ ମେଣ୍ଢାମାଳ ଗାଁ ରେ...
ସରକାରୀ, ଗୋଚର ଜମି ଉଚ୍ଛେଦ ଦାବିରେ ଯୁଧିଷ୍ଠିର ପୁର ଗ୍ରାମବାସୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ
ବିରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର, ତହସିଲ ଅନ୍ତର୍ଗତ ଯୁଧିଷ୍ଟିର ପୁର ଗ୍ରାମର ସରକାରୀ ଓ ଗୋଚର୍ ଜମି କୁ...
କମିରା ପଞ୍ଚାୟତ ସମ୍ମିଳନୀ କକ୍ଷରେ ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ କମିରl ପଞ୍ଚାୟତ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ମିଳିତ...
ମୁର୍ଷୁଣ୍ଢୀ ହାଇ ସ୍କୁଲ ରେ ଶକ୍ତି ସଂରକ୍ଷଣ ଆଲୋଚନା ଚକ୍ର
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପି. ଏମ. ଶ୍ରୀ ରଘୁନାଥ ଉଚ୍ଚ ବିଦ୍ୟାଳୟ, ମୁର୍ଷୁଣ୍ଢୀ ଠାରେ...
