ସୌମିତ୍ରି ମେହେର
ବୀରମହାରାଜପୁର ଉପଖଣ୍ଡ ସୁବର୍ଣ୍ଣପୁର
କେନ୍ଦୁପାଲି ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରିଡା ଉତ୍ସବ ଅନୁଷ୍ଠିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ କେନ୍ଦୁପାଲି ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି...
ଉଲୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦଘାଟିତ
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡାରେ ମଙ୍ଗଳବାର 17ତମ ବିରାଟ ଧନୁଯାତ୍ରା ମହୋତ୍ସବ ଶ୍ରୀକୃଷ୍ଣ ସାଂସ୍କୃତିକ ପରିଷଦ...
ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ଭାରତ ସ୍କାଉଟ ଓ ଗାଇଡ୍ ର ଜିଲ୍ଲା ଶିବିର ଉଦଘାଟିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚବିଦ୍ୟାଳୟରେ ଭରତ ସ୍କାଉଟ ଗାଇଡ ର 12...
ସିଣ୍ଢୋଲ କଲେଜ ର ଛାତ୍ରୀ ପ୍ରୀତିମୟୀ ଦୌଡ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବା ପାଇଁ ଜାତୀୟ ସ୍ତରକୁ ମନୋନୀତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ୧୭ ବର୍ଷିଆ ଝିଅ ପ୍ରୀତିମୟୀ...
ସୁବଳୟା କଲେଜ ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଯୁକ୍ତ ଦୁଇ କଲେଜ ର ୩୯ତମ...
ବଡ ବରଡ଼ାକଟା ରେ ଲକ୍ଷ୍ମୀ ପୂଜା ଅବସରରେ ଗାଁ କଳାକାର ମାନଙ୍କ ଦ୍ଵାରା ପରିବେଷିତ ସାମାଜିକ ନାଟକ ସୁଖ ହଜିଗଲା ଅଧା ବାଟରେ ମଞ୍ଚସ୍ଥ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବିରମହlରାଜପୁର ବ୍ଲକ ଖଣ୍ଡହତା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଡ଼ ବରଡ଼ାକଟା ଠାରେ...
ସର୍ବ ଭାରତୀୟ ଲୁତୁରପଙ୍କ କ୍ରିକେଟ କପ ର ଚଏସ୍ ଲକିଂ କାର୍ଯ୍ୟକ୍ରମ ; ଅଂଶଗ୍ରହଣ କରିବେ ରାଜ୍ୟ ଓ ରାଜ୍ୟ ବାହାରର ନଅ ଟି ଦଳ , ଡିସେମ୍ବର 22 ରୁ 29 ହେବ ମ୍ଯାଚ
ବିରମହlରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ...
ପ୍ରକୃତି ପ୍ରେମୀ ସତ୍ୟଜିତ ଗଡୁଆ ଙ୍କ ଦ୍ଵାରା ଆହତ ମୟୂର ପକ୍ଷୀ ଉଦ୍ଧାର
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ପ୍ରକୃତିପ୍ରେମୀ ସତ୍ୟଜିତ ଗଡୁଆଙ୍କ ଦ୍ୱାରା ଆହତ ହୋଇଥିବା ମୟୁର...
ଗଣପତି ଆଦର୍ଶ ଶିକ୍ଷା ନିକେତନ ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଆୟୋଜିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଗଣପତି ଆଦର୍ଶ ଶିକ୍ଷl ନିକେତନ ଠାରେ ବ୍ଲକ ସ୍ତରୀୟ...
କୈରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମପଞ୍ଚାୟତ ଆନ୍ତର୍ଗତ କଇରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ...
ବୀରମହାରାଜପୁର ଉପଖଣ୍ଡ ଅଞ୍ଚଳରେ ଘନ କୁହୁଡ଼ି ଯୋଗୁଁ ଯାତାୟତ ବାଧାପ୍ରାପ୍ତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ରେ ପାରଦ ତଳମୁହାଁ ହେବା ଯୋଗୁଁ ଘନ କୁହୁଡି...
କୁଶାଦାଦର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷlକେନ୍ଦ୍ର ରେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଆୟୋଜିତ
ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ କୁଷାଦାଦର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ...
