Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Gajapati News Today – News from Gajapati District Odisha

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼6ଧ୍ଵଜ ଚୌଧୁରୀ) ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ସ୍ମାର୍ଟ କ୍ଲାସ...

ସିୟୁଟିଏମ ପରିସରରେ ପ୍ରଫେସର ଏମ:ଏସ: ସ୍ୱାମୀନାଥନ’ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳନ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଭାରତର ସବୁଜ ବିପ୍ଳବର ଜନକ ତଥା ଭାରତ ରତ୍ନ ପ୍ରଫେସର ଏମ୍. ଗିରି ସ୍ୱାମୀନାଥନ’ଙ୍କ ତୃତୀୟ...

ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଓଡ଼ିଶା ସାଇକ୍ଲିଂ ଆସୋସିଏସନ୍ ଏବଂ ସାଇକ୍ଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ (CFI)ର ମିଳିତ ଆୟୋଜନରେ ୨୩ତମ...

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ସେବା ପକ୍ଷବାଡ଼ା କାର୍ଯ୍ୟକ୍ରମ ଅବସରରେ ମାଇ ଭାରତ ଗଜପତି ପକ୍ଷରୁ କେ.ସିତପୁର ଗ୍ରାମରେ ଏକ ଗ୍ରାମୀଣ...

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭଭୁବନେଶ୍ୱର ବିଧାନସଭା ଘେରାଉରେ ଗଜପତିରୁ ଶତାଧିକ ନେତା ଓ କର୍ମୀ ସାମିଲ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଏମ୍ ଏମ୍ ଡି ଆର ସଂଶୋଧନ ଆଇନ–୨୦୨୬କୁ ନେଇ ରାଜ୍ୟରେ ରାଜନୈତିକ ବିରୋଧ ଜାରି ରହିଥିବାବେଳେ,...

ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟଘାଟ୍ ଆୟୋଜିତ – ୨୦୨୬: ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ପାରଳା ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଓଡ଼ିଶା ସରକାରଙ୍କ ଓଡ଼ିଆ...

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯିବା ସହ...

ପାରଳାଖେମୁଣ୍ଡି ସ୍ଥିତ ବିଜୁପଟ୍ଟନାୟକ କଲ୍ଯାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ବିଜୁପଟ୍ଟନାୟକ କଲ୍ଯାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ ପାରଳାଖେମୁଣ୍ଡି:୨୫/୯(ଆନିସ)ସମବାୟ ସଦସ୍ୟତା...

ସି ୟୁ ଟି ଏମ୍ ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ ) ସେଞ୍ଚୁରିଅନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସି ୟୁ ଟି ଏମ୍)ର ସ୍କୁଲ୍...

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ପାଇଁ ଏକ ଗର୍ବ ଓ ଆନନ୍ଦର...

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି।...

ଗଜପତିର ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ ମାମଲାରେ ବାଲେଶ୍ୱରରୁ ଯୁବକ ଗିରଫ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ପୋଷ୍ଟ କରି...