Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

News from Gajapati Odisha

ତିତିଲି ବାତ୍ୟାରେ ଗୁମ୍ମା ବ୍ଲକ ବଡ଼ କୋଳାକୋଟ ଗ୍ରାମ ପଞ୍ଚାୟତର କୁଲଙ୍ଗ ଗ୍ରାମର କ୍ଷତିଗ୍ରସ୍ତ ପରିବାରଙ୍କୁ ଘର ଯୋଗାଇ ଦେବାକୁ ଦାବୀ

ପାରଳାଖେମୁଣ୍ଡି:୨/୧୦(ଆନିସ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକୋଟ ଗ୍ରାମ ପଞ୍ଚାୟତ ର କୁଲଙ୍ଗ ଗ୍ରାମରେ ଗତବର୍ଷ ଅକ୍ଟୋବର ମାସ...

ପାରଳାଖେମୁଣ୍ଡି ସହରରେ ବିଜୁ ଜନତା ଦଳ ପକ୍ଷରୁ ଜନ ଜନସଂପର୍କ ପଦଯାତ୍ରା ଆରମ୍ଭ

ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗଜପତି...

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିର ଦୂତ ଲାଲ୍ ବାହାଦୂର ଶାସ୍ତ୍ରିଜୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ ।

ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସ୍ତରୀୟ ୧୫୪ ତମ ଜାତିର ଜନକ ମହାତ୍ମା ଗାନ୍ଧି ଓ ଶାନ୍ତି ଦୂତ...

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ତରଫରୁ ଆଜି ଟାଉନ ହଲ...

ମିଲଟ୍ ମିଶନ୍ ଓଡିଶା – ସିସିଡି ଗଜପତି ଆନୁକୁଲ୍ୟରେ ଅନ୍ତର୍ଜାତୀୟ ମିଲେଟ୍ ରେସିପି ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି:୧/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ମିଲେଟ୍ ଅନ୍ତର୍ଜାତୀୟ ବର୍ଷ ଅବସରରେ ଓଡିଶା ମିଲେଟ୍ ମିଶନ୍ ଓ ଗଜପତି ଜିଲ୍ଲାର ସିସିଡି ଅନୁଷ୍ଠାନ...

ଛେଲାଗଡ ପଞ୍ଚାୟତରେ ମହାବିଦ୍ୟାଳୟ, ଇଣ୍ଟରନେଟ ଟ୍ରାଓ୍ବର,ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠାଲାଗି ଅଞ୍ଚଳ ବାସୀଙ୍କ ଦାବି

ପାରଳାଖେମୁଣ୍ଡି:୩୦/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଆର, ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଲାଗଡ ପଞ୍ଚାୟତ ଏକ ପାହାଡ...

ପାରଳାଖେମୁଣ୍ଡି ସ୍ଥିତ ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତ

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରର ସମ୍ମିଳନୀ...

ପାରଳାଖେମୁଣ୍ଡି ସ୍ଥିତ ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ବିଶ୍ବ ପର୍ଯ୍ୟଟନ ଦିବସ-୨୦୨୩ ପାଳିତ ହୋଇଯାଇଛି। ପ୍ରଥମେ ଜିଲ୍ଲାପାଳ ଏବଂ ଉପସ୍ଥିତ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଜିଲ୍ଲା ସଂସ୍କୃତି ଅଧିକାରୀଣି ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ବିଶ୍ବ ପର୍ଯ୍ୟଟନ ଦିବସ ପାଳନର ଉଦ୍ଧେଶ୍ୟ ବିଷୟରେ ସମ୍ୟକ ସୂଚନା ଦେଇଥିଲେ।ଏହାପରେ ଜିଲ୍ଲାପାଳ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ର ଓ ଛାତ୍ରୀ ମାନଙ୍କୁ ଧନ୍ୟବାଦ ଦେବା ସହ ପିଲାମାନଙ୍କୁ ଗଜପତିରେ ଥିବା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବିଷୟରେ ପଚାରି ବୁଝିଥିଲେ। ପ୍ରତି ପର୍ଯ୍ୟଟନ ସ୍ଥଳିରେ କିପରି ସ୍ବଚ୍ଛତା ବଜାୟ ରହିବା ସହ ପ୍ଲାଷ୍ଟିକ୍ ଓ ପଲିଥିନ୍ ବ୍ୟବହାର ହେବ ନାହିଁ ସେଥିପ୍ରତି ସଜାଗ ରହିବା ଲାଗି ପରାମର୍ଶ ଦେବା ସହ ତାହାର କୁ ପରିଣତି ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ।ଏହି ଅବସରରେ ପାରଳାଖେମୁଣ୍ଡିରେ ଥିବା ବିଭିନ୍ନ ବିଦ୍ୟାଳୟର ୯ମ ଏବଂ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଯେଉଁଥିରେ ୭୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଭାଗ ନେଇଥିଲେ।ଏହିକାର୍ଯ୍ୟକ୍ରମରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ, ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ, ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ଗୀତାଞ୍ଜଳି ପବ୍ଲିକ୍ ସ୍କୁଲ, ଶ୍ରୀ ସତ୍ୟ ସାଇ ବିଦ୍ୟା ବିହାର, ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ, ବିକାଶ ବିଦ୍ୟା ନିକେତନ ବିଦ୍ୟାଳୟ, ଶ୍ରୀ ଜଗନ୍ନାଥ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ, ପ୍ରାଉଡ଼ ଶିଶୁ ଯତ୍ନ ଅନୁଷ୍ଠାନ, ଉତ୍କଳ ବାଳାଶ୍ରମ, ଗଜପତି ଶାଖା ର ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଶ୍ରୀ ବିଚିତ୍ରାନନ୍ଦ ବେବର୍ତା, ଶ୍ରୀଯୁକ୍ତ ବିନୋଦ ଚନ୍ଦ୍ର ଜେନା, ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାକୁ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ।

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରର ସମ୍ମିଳନୀ...

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଷଷ୍ଠ ରାଷ୍ଟ୍ରୀୟ ପୋଷଣ ମା କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ...

ପାରଳାଖେମୁଣ୍ଡି ଠାରେ “ସଖିୱାନ ଷ୍ଟପ୍ ସେଣ୍ଟର”ପକ୍ଷରୁ ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ହୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ “ସଖୀ ୱାନ ଷ୍ଟପ ସେଣ୍ଟର” ତରଫରୁ ଆନ୍ତର୍ଜାତୀୟ...

ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଗଜପତି ଜିଲ୍ଲାସ୍ତରୀୟ “ନୂଆଁଖାଇ ଭେଟଘାଟ” ଆୟୋଜିତ

ପାରଳାଖେମୁଣ୍ଡି:୨୭/୯(ଗରୁଡ଼ ଧ୍ଵଜ ଚୌଧୁରୀ) ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ପାରଳାର ଅଗ୍ରଣୀ ନୃତ୍ୟ ପ୍ରତିଷ୍ଠାନ ସମଲେଇ ନୃତ୍ୟ କଳା...

ସାମ୍ବାଦିକ ମାନଙ୍କ ଧାରଣା ପଡିଲା ପ୍ରଭାବ, ବଦଳି ହେଲେ ରାୟଗଡ଼ ବି.ପି.ଏମ ଲତିକା ଦେବୀ…

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) କିଛି ଦିନ ପୂର୍ବେ ଗଜପତି ଜିଲ୍ଲା ରାୟଗଡ ବ୍ଲକ ରେ ଓ.ଏଲ.ଏମ ବିଭାଗ ରେ ହୋଇଥିବା...