Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

News from Gajapati Odisha

ପାରଳାଖେମୁଣ୍ଡି ମହିଳା ସ୍ନାତକ ମହାବିଦ୍ୟାଳୟର ୧୩ ତମ ବାର୍ଷିକ ଉତ୍ସବ

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠାନର ୧୩ତମ ବାର୍ଷିକୋତ୍ସବ ଅତି ଆଡମ୍ବର ସହିତ ପାଳିତ ହୋଇଯାଇଅଛି।...

ଗଜପତି ଜିଲ୍ଲାପାଳଙ୍କ ମହନୀୟତା…. ମଦୁରାଇରେ ମୃତ ଦାଦନ ଶ୍ରମିକଙ୍କ ଶବ ଆଣିବାକୁ ସହାୟତା ପ୍ରଦାନ

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳଙ୍କ ମାନବିକ ଚେହେରା ପ୍ରକାଶ ପାଇଛି। ବାହାର ରାଜ୍ୟ ତାମିଲନାଡୁର ମଦୁରାଇ ଠାରେ କାର୍ଯ୍ୟରତ...

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ...

ବିଧାୟକ ରୁପେଶ ପାଣିଗ୍ରାହି ନୂତନ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ’ଙ୍କୁ ଭେଟି ବିଭିନ୍ନ ଉନ୍ନୟନ ମୁଳକ କାର୍ଯ୍ୟ ନେଇ ଆଲୋଚନା

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେୁଣ୍ଡି ର ବିଧାୟକ ଶ୍ରୀ ଇଂ.ରୁପେଶ କୁମାର ପାଣିଗ୍ରାହୀ ଗଜପତି...

ଗଜପତି ଏସପି ସମେତ ୩ ପୁଲିସ ଅଧିକାରୀନିଷ୍ଠାପର ସେବା ଓ କାର୍ଯ୍ୟଦକ୍ଷତା ପାଇଁ ଡିଜିପି ପଦକରେ ସମ୍ମାନୀତ

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ପୁଲିସ ବାହିନୀରେ ନିଷ୍ଠାପର ସେବା ଓ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ରାଜ୍ୟର ୪୬ ଜଣ ପୁଲିସ...

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୩/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଜଳ ସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ସଦରମହକୁମା...

ବହୁ ପ୍ରତିକ୍ଷିତ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ବାଇପାସ୍ ରାସ୍ତାର ଶିଳାନ୍ୟାସ ଆଜି ମୂଖ୍ୟମନ୍ତ୍ରୀ ଭର୍ଚୁଆଲ ଜରିଆରେ କରିଛନ୍ତି

ପାରଳାଖେମୁଣ୍ଡି:୨୩/୧(ଗରୁଡ଼ ଧ୍ଵଜ ଚୌଧୁରୀ)ବହୁ ପ୍ରତିକ୍ଷିତ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ବାଇପାସ୍ ରାସ୍ତାର ଶିଳାନ୍ୟାସ ଆଜି ହୋଇଛି। ଭର୍ଚୁଆଲ...

ପାରଳାଖେମୁଣ୍ଡି ସ୍ଥିତ ହିତୈଷିଣି ସମାଜ ସଭା ଗୃହ ଠାରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଉତ୍ସବ ମହା ଆଡ଼ମ୍ବରରେ ପାଳିତ

ପାରଳାଖେମୁଣ୍ଡି:୧୨/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେୁଣ୍ଡି ସ୍ଥିତ ହିତୈଷିଣୀ ସମାଜ ସଭା ଗୃହ ଠାରେ ସ୍ବାମୀ...

ଶ୍ରୀକୃଷ୍ଣଚନ୍ଦଗଜପତିସ୍ୱୟଂଶାସିତମହାବିଦ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୨/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଯୁବପିଢ଼ି ହେଉଛି ଦେଶର ଭବିଷ୍ୟତ, ଏବଂ ସେହି ଭବିଷ୍ୟତକୁ ସୁସ୍ଥ ଓ ସଚେତନ ରଖିବାର ଦୃଢ଼...

ପାରଳାଖେମୁଣ୍ଡି ଠାରେ ସଖୀ ୱାନ୍ ଷ୍ଟପ୍ ସେଣ୍ଟର ତରଫରୁ ଜାତୀୟ ଯୁବା ଦିବସ ସହ ବିକଶିତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେୁଣ୍ଡି:୧୨/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ସଖୀୱାନ୍ ଷ୍ଟପ ସେଣ୍ଟର ( ଆଇ:ଏସ୍:ଆର:ଡି)...

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମଣ୍ଡି:୧୨/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ...

ପାରଳାଖେମୁଣ୍ଡି ସ୍ଥିତ ଆଲଫାବେର୍ଜ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୨/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲଫାବେର୍ଜ୍ ଇନ୍ତରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ...