Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Gajapati News Today – News from Gajapati District Odisha

ଗଜପତିରେ ହର ଘରତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)‘ହର ଘରତ୍ରିରଙ୍ଗା–୨୦୨୬’ ଅଭିଯାନ ଉପଲକ୍ଷେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ଭବ୍ୟ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା...

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଗ୍ରାମ ସ୍ଥିତ ସମୟରେ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇ.ସି.ଟି ସି, ସଂଯୋଜକ ଶକ୍ତି ପ୍ରସାଦ ପଟନାୟକ ଏସ.ଡୁବ୍ଲ.ଏସ.ଏସ ର ପ୍ରୋଜେକ୍ଟ ପରିଚାଳକ ପି.ସୁନିତା, ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚ ଆଇଭି/ଏ.ଡ.ଏସ ର ସଚେତନତା ନିମନ୍ତେ ସୂଚନା,ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାର କୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାଜ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଡସ ର କାରଣ,ନିରାକରଣ, ଇତିହାସ ଓ ଦେଶ,ରାଜ୍ୟ, ଜିଲ୍ଲା ରେ ଏଡ୍ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୂଚନା ଦେଇଥିଲେ। ଏସ.ଟି. ଆଇ, ଆର.ଟି.ଆଇ ବିଷୟରେ ଅବଗତ କରାଇ ଥିଲେ। ଏଡ୍ସ ରୋଗୀ ଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରାଯାଇଥିଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମଟିକୁ ୱାଇ. ଆର.ସି ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଓ ପୁରସ୍କାର ପ୍ରଦାନ କରାଯାଇଥିଲା

ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଗ୍ରାମ ସ୍ଥିତ ସମୟରେ ବିନୋଦିନୀ ବିଜ୍ଞାନ...

ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ ।

ପାରଳାଖେମୁଣ୍ଡି:୧୩/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସେବକପୁରସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଜିଲ୍ଲା...

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ପାରଳାଖେମୁଣ୍ଡି:୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଆସନ୍ତା ୮୦ତମ ଜିଲ୍ଲାସ୍ତରୀୟ...

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ପାରଳାଖେମୁଣ୍ଡି;୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ନୂଆଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ...

ଗଜପତି ଜିଲ୍ଲାରେ ମଧ୍ୟାହ୍ନଭୋଜନର ବିକଳ ଚିତ୍ର…. ଖରାରେ ମୁକ୍ତ ଆକାଶ ତଳେ ପଡିଆରେ ବସି ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ

ପାରଳାଖେମୁଣ୍ଡି:୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାରେ ମଧ୍ୟାହ୍ନଭୋଜନର ବିକଳ ଚିତ୍ର ଦେଖିବାକୁ ମିଳିଛି. ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନେ ବସି ଖାଇବା...

ପାରଳାଖେମୁଣ୍ଡି ସହରରେ ଚୋରଙ୍କ ଆତଙ୍କ ଟାର୍ଗେଟରେ ତାଲାବନ୍ଦ ଘର ଦିନରେ ଲୁଟିନେଲେ ସଂଜୟଗାନ୍ଧି କଲୋନୀର ଏକ ଘରୁ ନଗଦ ୫ ଲକ୍ଷ ଟଙ୍କା ଓ ୭ ଭରି ସୁନା

ପାରଳାଖେମୁଣ୍ଡି:୧୦/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଇବାରେ...

ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ ପାର୍ତ୍ତଡ଼ା ଗ୍ରାମ ଠାରେ ବିଶ୍ୱ ଆଦିବାସୀ ଦିବସ

ପାରଳାଖେମୁଣ୍ଡି:୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ) ବିଶ୍ୱ ଆଦିବାସୀ ଦିବସ ଅବସରରେ ଆଜି ଅଖିଳ ଭାରତ ଆଦିବାସୀ ମଂଚ (ଏ ଆଇ ଟି...

ଗୁମ୍ମା ବ୍ଲକର କେ.ସି.ପୁରସ୍ଥିତ ସରକାରୀ ଏସ ଏସ ଡି ଉଚ୍ଚ ବିଦ୍ୟାଳୟ ଠାରେ କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ କେ.ସି.ପୁରସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ...

ରଥଯାତ୍ରା ପାଳନ ଉପଲକ୍ଷେ ଚତୁର୍ଥ ସନ୍ଧ୍ୟାରେ ମାଁ କୁରେଇଶୁଣୀ ଭଜନ ସଙ୍ଘ ର ଭଜନ ପରିବେଷଣ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ରଥଯାତ୍ରା ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ...

ଗଜପତି ଜିଲ୍ଲାରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚୋରାରେ ଚାଲାଣ ବେଳେ ଜବତ, ୩ ଗିରଫ

ପାରଳାଖେମୁଣ୍ଡି:(ଗରୁଡ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନ ଥାନା ଅଞ୍ଚଳରୁ ମହାରାଷ୍ଟ୍ରକୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ...

ପାରଳାଖେମୁଣ୍ଡି କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ବିଶାଳ ପ୍ରସାଦ ସେବନ କାର୍ଯ୍ୟକ୍ରମ, ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ପବିତ୍ର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ପାରଳା କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ଏକ ବିଶାଳ ପ୍ରସାଦ...