News from Gajapati Odisha
୬୮ତମ ରାଜ୍ୟସ୍ତରୀୟ ତାଇ-କୋନ୍-ଡୁ ପ୍ରତିଯୋଗୀତାରେ ଗଜପତି ଜିଲ୍ଲାର ସଫଳତା
ପାରଳାଖେମୁଣ୍ଡି:୨୩/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଚଳିତ ମାସ ୧୭ ତାରିଖ ଠାରୁ ୧୯ ତାରିଖ ପଯ୍ୟନ୍ତ ୬୮ ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ...
ଗଜପତି ଜିଲ୍ଲାପାଳଙ୍କ ନୁଆଗଡ ବ୍ଲକ ଅନ୍ତର୍ଗତ ଆତରସିଂ ଗ୍ରାମରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ପାରଳାଖେମୂଣ୍ଡି:୨୨/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଆତରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ...
ଗଜପତି ପୋଲିସକୁ ମିଳିଛି ବଡ଼ ସଫଳତା ଦୁଇ ଦମ୍ପତି ଚୋର ଗିରଫ ଲକ୍ଷାଧିକ ଟଙ୍କା ସହ ସୁନା ରୁପା ଜବତ
ପାରଳାଖେମୁଣ୍ଡି:୨୨/୧୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା କାଶୀନଗର ଓ ଗୋଷଣି ରୁ ଚୋରି କରିଥୁବା ଦୁଇ ଦମ୍ପତିଙ୍କୁ ଧରି କୋର୍ଟ ଚାଲାଣ...
ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କାନାଡାର ଦମ୍ପତି
ପାରଳାଖେମୁଣ୍ଡି:୨୧/୧୦.(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୭ ଏବଂ ୫୮ତମ ତମ ଶିଶୁଙ୍କୁ ଜିଲ୍ଲାପାଳ...
ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସଂପୂର୍ଣ୍ଣତା ଅଭିଯାନର ସମାପନ ସମାରୋହ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୮/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମ ଅନ୍ତର୍ଗତ ସଂପୂର୍ଣ୍ଣତା...
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୮/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ...
ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି:୧୭/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ...
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସାମ୍ୱାଦିକ ସଂଘ ର ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୮/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି...
ପ୍ରଗତି ମହିଳା ସଙ୍ଗଠନ ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ କୁମାରୋତ୍ସବ-୨୪ ପାଳନ
ପାରଳାଖେମୁଣ୍ଡି:୧୫/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ରାଜବାଟୀ ସ୍ଥିତ ୟୁ.ଟେକ୍.କମ୍ପ୍ୟୁଟର ଏଡୁକେଶନ ସେଣ୍ଟର୍ ପରିସରରେ ପ୍ରଗତି...
ଗଜପତି ଜିଲ୍ଲାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ
ପାରଳାଖେମୁଣ୍ଡି:୧୦/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)କଥାରେ ଅଛି ଝିଅ ବଞ୍ଚିଲେ ସୃଷ୍ଟି ରହିବ । ଏହାର ତାତ୍ପର୍ଯ୍ୟ ହେଲା ଯଦି ଝିଅଟିକୁ ଜନ୍ମ...
ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାଣିପେଣ୍ଠ ଗ୍ରାମ ନିକଟରେ ଥିବା ନିୟତି ସ୍କୁଲ ଠାରେ ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ
ପାରଳାଖେମୁଣ୍ଡି:୧୦/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ସ୍ଥିତ ନିୟତି ସ୍କୁଲ୍ ଠାରେ ଜିଲ୍ଲା ଆଇନ ସେବା...
ଗଜପତି ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ଦପ୍ତରରେ ଦଶହରା ମାମୁଲି ପାଇଁ ଭିଡ ସରକାରୀ ବାବୁ ମାନେ ଅତିଷ୍ଠ ….
ପାରଳାଖେମୁଣ୍ଡି:୯/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଳାର ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ କୁ ମାମୁଲି ପାଇଁ ଫୋନ କଲ...
