Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

News from Gajapati Odisha

ବିଧାୟକଙ୍କ ଦ୍ଵାରା କାଶୀନଗର ବ୍ଲକ ଅନ୍ତର୍ଗତ ଖୁରିଗାଁ ନିକଟରେ ଶ୍ରୀ ଗୌରୀ ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣ ରେ ପୂଜା ମଣ୍ଡପ ଉଦଘାଟିତ

ପାରଳାଖେମୁଣ୍ଡି :୧୫/୨(ଗରୁଡ଼ ଧ୍ଵଜ ଚୌଧୁରୀ) କାଶୀନଗର ବ୍ଲକ ଅନ୍ତର୍ଗତ ଖୁରିଗାଁ ନିକଟ ରେ ଦୀର୍ଘ୍ ୫୦ ବର୍ଷ ତଳେ ଶ୍ରୀ...

ସିନାସାରି ଗ୍ରାମ ରେ ୭୬ ତମ ସୌରା ବାପଟିଷ୍ଟ ଖ୍ରୀଷ୍ଟିଆନ୍ ମଣ୍ଡଳୀ ସମ୍ମିଳନୀର ଅଧିବେଶନ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୫/୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି – ରାୟଗଡା ଜିଲ୍ଲା ସୀମାନ୍ତରେ ଗୁଣୁପୁର ନିକଟସ୍ତ ସିନାସାରି ଗ୍ରାମରେ ଆଦିବାସୀ ମହାସଭା ଅନୁଷ୍ଟିତ...

କାଶୀନଗର ବ୍ଲକ କେ.ସିତାପୁର ଗ୍ରାମ ସ୍ଥିତ କର୍କଟ ରୋଗୀ ଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ମାଗଣା ଓ ନିଜ ଖର୍ଚ୍ଚରେ କରିବେ ବିଧାୟକ ରୁପେଶ୍ ପାଣିଗ୍ରାହୀଙ୍କ ପ୍ରତିଶ୍ରୁତି

ପାରଳାଖେମୁଣ୍ଡି:୧୫/୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କେ.ସୀତାପୁର ଗ୍ରାମପଞ୍ଚାୟତର କାଶୀନଗର ବ୍ଲକର ସୀତାପୁର ଗ୍ରାମରେ ରହୁଥିବା...

ଗଜପତି ଜିଲ୍ଲା କୋଷଗାର କାର୍ଯ୍ୟଳୟ ପ୍ରାଙ୍ଗଣରେ ଏନ୍ ପି ଏସ ସଚେତନତା ଶିବିର ଆୟୋଜିତ

ପାରଳାଖେମୁଣ୍ଡି:୧୨/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ପ୍ରାଙ୍ଗଣରେ ରାଷ୍ଟ୍ରୀୟ ପେନ୍‌ସନ୍‌...

ଗଜପତିର ରୋହନ ଜାତୀୟ ଅଣ୍ଡର-୧୯ କ୍ରିକେଟ ଟିମରେ ସାମିଲ

ପାରଳାଖେମୁଣ୍ଡି:୧୨/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ବକ୍ସିସାହିରେ ରହୁଥିବା ଡ.ଶଂକର ପ୍ରସାଦ ବକ୍ସିଂକ ପୌତ୍ର ରୋହନ ବକ୍ସି ଭାରତୀୟ...

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୦/୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକାରଣ(ଡିଏଲଏସଏ) ପକ୍ଷରୁ ଆଜି ପାରଳାଖେମୁଣ୍ଡି ସିଭିଲ କୋର୍ଟ ସମ୍ମିଳନୀ କକ୍ଷରେ...

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମ ବଙ୍ଗ ରାଜ୍ୟର ଦମ୍ପତି

ପାରଳାଖେମୁଣ୍ଡି:୧୦/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲାରୁ ୭୭ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନଗା (ଓ.ପ୍ର.ସେ)...

ଗଜପତିରେ ନାବାଳିକା ଦୁଷ୍କର୍ମ ମାମଲାରେ ପୀଡିତା ନାବାଳିକା ଓ ଅଭିଯୁକ୍ତ ନାବାଳକଙ୍କ ଡାକ୍ତର ମଇନା ଓ ବୟାନ ରେକର୍ଡ।

ପାରଳାଖେମୁଣ୍ଡି:୧୦/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ଫାଣ୍ଡି ଅନ୍ତର୍ଗତ ଜିରାଙ୍ଗ ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ।...

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ତନେୟା ନଦୀକୁ ଡେଇଁ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଛାତ୍ରୀ ଗୁରୁତର

ପାରଳାଖେମୁଣ୍ଡି:୧୦/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରର ମହେନ୍ଦ୍ରତନୟା ନଦୀ ବ୍ରିଜ୍ ଉପରୁ ଜଣେ ନବମ ଶ୍ରେଣୀ...

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l

ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ...

ଗଜପତି ଜିଲ୍ଲାରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା-୨୦୨୬ ପାଇଁ ସଘନ ଛାତ୍ରାବାସ-ଭିତ୍ତିକ ଶୈକ୍ଷିକ ଅଭିଯାନ ଆରମ୍ଭ

ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଆଗାମୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା-୨୦୨୬ ପାଇଁ ଶୈକ୍ଷିକ ଫଳାଫଳ’କୁ ଉନ୍ନତ କରିବା ପାଇଁ ଏକ...

କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମ ସ୍କୁଲ ତରଫରୁ ମାଗଣା କର୍କଟ ରୋଗ ନିରୁପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ବ୍ରହ୍ମପୁର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମର...