Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Gajapati News Today – News from Gajapati District Odisha

ଗଜପତି ଜିଲ୍ଲା ମୋହନା ବ୍ଲକ ଗସ୍ତରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ବିଭନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କଲେ ପରିଦର୍ଶନ

ପାରଳାଖେମୁଣ୍ଡି:୨୦/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ବ୍ଲକ ଗସ୍ତରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ। ମୋହନା ବ୍ଲକ...

ରାୟଗଡ଼ ବ୍ଲକର ଏସ ଏସ ଡି ଖେଳ ପଡିଆ ଠାରେ ୨ଦିନିଆ ସମୁହ କ୍ରୀଡ଼ା ପ୍ରତି ଯୋଗୀତା ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୦/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏସ.ଏସ.ଡି...

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ସପ୍ତାହବ୍ୟାପୀ ଭାଗବତ ପ୍ରବଚନ ଉଦ୍‌ଯାପିତ

ପାରଳାଖେମୁଣ୍ଡି:୨୦/୯ (ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲାରେ ଥିବା ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଆନୁକୂଲ୍ୟରେ ଗତ ୧୨ ତାରିଖ...

ଗୋଷାଣୀ ବ୍ଲକ କୁଡୁଡ଼ା ଗ୍ରାମରେ ଗଜାନନଙ୍କ ଲଡ଼ୁ ୮୦ ହଜାର ୨୦୦ ଟଙ୍କାରେ ନିଲାମ ହେଲା

ପାରଳାଖେମୁଣ୍ଡି:୨୦/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଗୋଷାଣି ବ୍ଲକ କୁଡୁଡା ଗ୍ରାମବାସୀଙ୍କ ପକ୍ଷରୁ ଧୂମଧାମରେ ଗଣେଶଙ୍କ ପୂଜା ସମାପିତ ହୋଇଯାଇଛି।ଗଜାନନ ଙ୍କ...

ଗଜପତି ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଜିଲ୍ଲା ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ।

ପାରଳାଖେମୁଣ୍ଡି:୨୦/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ...

ପାରଳାଖେମୁଣ୍ଡି ସ୍ଥିତ ରେଭେନ୍ୟୁକଲୋନୀ ଠାରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ l

ପାରଳାଖେମୁଣ୍ଡି:୧୯/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଳାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରେଭେନ୍ୟୁ କଲୋନୀ ଠାରେ ଆଜି ସ୍ଵଚ୍ଛତା ହିଁ ସେବା...

ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ ମି

ପାରଳାଖେମୁଣ୍ଡି:୧୯/୯(ଗରୁଡ଼ ଧ୍ୱଜ ଚୌଧୁରୀ)ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ...

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ପରିଷଦର ୫୨ତମ ବୈଠକ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୯/୯(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ପରିଷଦ ୫୨ତମ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି...

ଗଜପତି ଜିଲ୍ଲାରେ ବହୁ ଚର୍ଚ୍ଚିତ କାଳୀଦାସ ପ୍ରଧାନ ହତ୍ୟା ମାମଲାରେଭାସ୍କରବିଶ୍ୱାଳକୁ ଆଜୀବନ ଦଣ୍ଡାଦେଶ

ପାରଳାଖେମୁଣ୍ଡି:୧୮/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବହୁଚର୍ଚ୍ଚିତ ଗୋଷାଣି ବ୍ଲକ ଯାଜପୁର ଗ୍ରାମର କାଳୀଦାସ ପ୍ରଧାନ ହତ୍ୟା ମାମଲାର ସୋମବାର ରାୟ...

ଗୁମ୍ମା ବ୍ଲକ କୁଜାସିଂ ପଂଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗୁମ୍ମା ବ୍ଲକ କୁଜାସିଂ ପଂଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। ପାରଳାଖେମୁଣ୍ଡି:୧୮/୯(ଗରୁଡ଼ ଧ୍ଵଜ...

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାରଳାଖେମୁଣ୍ଡି:୧୭/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ଆଦକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ମାନ୍ୟବର ବିଧାୟକ ମୋହନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ, ପାରଳାଖେମୁଣ୍ଡି ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ପ୍ରମୁଖ ମଞ୍ଚାସିନ ଥିଲେଏହି କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ୭୪ତମ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରଯାଇଥିଲା । ପରେ ହିତାଧିକାରୀମାନେ ସୁଭଦ୍ରା ବିଷୟରେ ଅନ୍ୟମାନଙ୍କୁ ସଚେତନତା ସୃଷ୍ଟି କରିଥିଲେ। ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ରାଶି ପାଇଁ ବହୁତ ଖୁସି ବ୍ୟକ୍ତ ହୋଇଥିଲେ।ଏହି ଅବସରରେ ଜିଲ୍ଲାରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ କାର୍ଯ୍ୟାଦେଶ ବଣ୍ଟନ ୧୪୦୧ ଜଣଙ୍କୁ ଦିଆଯାଇଛି ଓ ସେଥମଧ୍ୟରୁ ୧୦୭ ଜଣଙ୍କୁ ଗୃହପ୍ରବେଶ କରାଯାଇଛି। ସେହିପରି କାର୍ଯ୍ୟାଦେଶ ପାଇବାର ଚାରିମାସ ମଧ୍ୟରେ ଯେଉଁ ମାନେ ଗୃହ ନିର୍ମାଣ କରିଛନ୍ତି ସେହି ହିତାଧିକାରୀଙ୍କୁ ୨୦ ହଜାର ଟଙ୍କା ପ୍ରତ୍ସାହନ ରାଶି ୩୮୦୦ ଜଣଙ୍କୁ ଦିଆଯାଇଛି, ସେହିପରି ଛଅ ମାସରେ ଗୃହ ନିର୍ମାଣ କାର୍ଯ୍ୟ ସରିଥିବା ହିତାଧିକାରୀ ମାନଙ୍କୁ ମଧ୍ଯ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।ପ୍ରତି ବର୍ଷ ପରି ସେପ୍ଟେମ୍ବର ୧୭ ରିଖ ଠାରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ,ଏହି ପରିପେକ୍ଷୀ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱଚ୍ଛତା ହିଁ ସେବା ର ଶପଥ ପାଠ କରାଇଥିଲେ। ପରେ ପରେ ବିଭିନ୍ନ ଅନୁଷ୍ଠାନର କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ପରିଚାଳକ,ଓଡ଼ିଶା ଜୀବିକା ମିଶନ ତଥା ମିଶନ ଶକ୍ତି ଶ୍ରୀ ଟିମନ ବାରା, ଜିଲ୍ଲା ସମାଜ ମଙ୍ଗଳ ବିଭଗର ପ୍ରୋଗ୍ରାମ ଅଫିସର୍ ଶ୍ରୀମତୀ ନମିତା ମହାରଣା, ଗୋଷାଣୀ ସିଡ଼ିପିଓ ଶ୍ରୀମତୀ ସାରଳା ପାତ୍ର , ଜିଲ୍ଲା ପରିଷଦ କର୍ଯ୍ୟଳୟର ସ୍ଵଚ୍ଛତା ହିଁ ସେବା ବିଭାଗର ଶ୍ରୀ ଜି.ସୁନୀଲ ବାବୁ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବହୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରିସମାପ୍ତି ପରେ ରାଜ୍ଯସ୍ତରୀୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହୋଇଥିଲା ।

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାରଳାଖେମୁଣ୍ଡି:୧୭/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ଗଜପତି...

ଗଜପତି ଜିଲ୍ଳାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର” ଗୃହ ପ୍ରବେଶ” କାର୍ଯକ୍ରମ ଜିଲାପାଳ ଙ୍କ ଦ୍ଵାରା ଶୁଭାରମ୍ଭ

ଗଜପତି ଜିଲ୍ଳାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର” ଗୃହ ପ୍ରବେଶ” କାର୍ଯକ୍ରମ ଜିଲାପାଳ ଙ୍କ ଦ୍ଵାରା ଶୁଭାରମ୍ଭ ପାରଳାଖେମୁଣ୍ଡି:୧୬/୯(ଗରୁଡ଼ ଧ୍ଵଜ...