News from Kandhamal Odisha
News from Kandhamal Odisha
ବିଶ୍ଵବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ...
ଆଦିବାସୀ ଅଧୁଷିତ ଅଞ୍ଚଳର ୩ ଆଦିବାସୀ ଛାତ୍ରଛାତ୍ରୀ ଡାକ୍ତର ହେବେ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ...
ଦାରିଙ୍ଗବାଡିରେ ମେଘ ଉତ୍ସବ-୨୦୨୪ ଉଦଯାପିତ : ରାଜ୍ୟର ବହୁ ସୁନାମ ଧନ୍ୟ କବି ଲେଖକ ସମ୍ମାନିତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ସ୍ଥିତ କଲ୍ୟାଣ ମଣ୍ଡପରେ ‘ମେଘ ଉତ୍ସବ-୨୦୨୪’...
କନ୍ଧମାଳରେ ଦୁଇଦିନିଆ ରାଜ୍ୟ ସ୍ତରୀୟ ସତ୍ୟସାଇ ବାଳବିକାଶ ଗୁରୁ ସମ୍ମିଳନୀ ଉଦଯାପିତ
କନ୍ଧମାଳ: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଗାନ୍ଧୀ ସ୍ମୁତି ଗୃହରେ ଦୁଇ ଦିନ ଧରି ରାଜ୍ୟ ସତ୍ୟ...
ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସ୍ବାସ୍ଥ୍ୟ ଉପଚାର ଦିବସ ପାଳିତ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ସ୍ବାସ୍ଥ୍ୟ ଉପଚାର ଦିବସ ପାଳିତ...
ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ବାଲିଗୁଡା : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର...
କନ୍ଧମାଳ ଜିଲ୍ଲାପାଳ ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ ସମସ୍ୟା ପଚାରି ବୁଝିଲେ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଅଞ୍ଚଳର ବିଭିନ୍ନ ଦୁର୍ଗମ ଅଞ୍ଚଳକୁ...
ଶିକ୍ଷା ଦେବା ନାମରେ ଆସି ଧର୍ମାନ୍ତରୀକରଣ କରୁଥିବା ଅଭିଯୋଗ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ କିଛି...
ଆଦର୍ଶ ବିଦ୍ୟାଳୟ ରେ ନୂତନ ଅଧ୍ୟକ୍ଷା ଇତିଶ୍ରୀ ସାହୁଙ୍କ ଯୋଗଦାନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକରେ ଥିବା ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଦୀର୍ଘ...
ଜଙ୍ଗଲ ପାଲଟିଛି ଗଞ୍ଜେଇ ବେପାରୀଙ୍କ ନିରାପଦ ସ୍ଥାନ: ପାଟ୍ରୋଲିଂ ବେଳେ ୪ ବସ୍ତା ଗଞ୍ଜେଇ ଜବତ କଲା ପୋଲିସ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ...
ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ : ଖେଳ ଶିକ୍ଷକଙ୍କ ମାଡ଼ରେ ପାଞ୍ଚ ଛାତ୍ରୀ ଲହୁ ଲୁହାଣ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ):ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ...
ବାଲିଗୁଡା କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଲଟା ବୁଦାରେ ପରିପୂର୍ଣ୍ଣ : ଭଙ୍ଗାରୁଜା ଅବସ୍ଥାରେ ଘାଇ, ଚିନ୍ତାରେ ଚାଷୀ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧିନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ,...
