Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

News from Kandhamal Odisha

ଅବକାରୀ ବିଭାଗର ଚଢାଉ, ବିପୁଳ ପରିମାଣର ଦେଶୀ ମଦ ଓ ମହୁଲି ପୋଚ ନଷ୍ଟ

କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): ଅବକାରୀ ଅଧୀକ୍ଷକ ଝସ କେତନ ବରିହାଙ୍କ ନିର୍ଦ୍ଦେଶରେ କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ...

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ, ଦୁଇ ମନ୍ତ୍ରୀ ଙ୍କ ଉପସ୍ଥିତରେ ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜାଲେଶପଟ୍ଟା ଆଶ୍ରମରେ ବ୍ରହ୍ମଲୀନ ସ୍ୱାମୀ...

ବାଲିଗୁଡା ବ୍ରାହ୍ମଣ ସମାଜ ର ମାସିକ ବୈଠକ

ବାଲିଗୁଡା, ୨୫/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ‘ଦକ୍ଷିଣ କାଳୀ ମନ୍ଦିର ପରିସର ମଧ୍ୟରେ...

କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା : ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ): ଜନ୍ମାଷ୍ଟମୀ ଓ ବ୍ରହ୍ମଲିନ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ଉପଲକ୍ଷେ...

ଝିରିପାଣି ରେ ଝାଡାବାନ୍ତି : ୪ମୃତ: ଶତାଧିକ ଆକ୍ରାନ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ପ୍ରାୟ ଏକ...

ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସରେ ମେସିନ କାର୍ଯ୍ୟକ୍ଷମ ନହେଲେ ଆନ୍ଦୋଳନ ପାଇଁ ଚେତାବନୀ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) :କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସରେ ମେସିନ ନଥିବାରୁ ରୋଗୀ...

ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁ ଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ...

ସର୍ଭେୟର ମାନଙ୍କ ଡିଜିଟାଲ ଫୋଟ ଉଠେଇବା ପ୍ରଶିକ୍ଷଣ

କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅଧିନରେ ଥିବା ବିଭିନ୍ନ ପଞ୍ଚାୟତ ଗୁଡିକରେ ସର୍ଭେୟର ମାନଙ୍କୁ...

କାଟିଙ୍ଗିଆରେ ଚୋରା ମଦ କାରବାର ବୃଦ୍ଧି ଯୋଗୁଁ ମଦ ମୃତ୍ୟୁ ଭୟ : କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ...

ଦଙ୍ଗା ଗୁଜବକୁ ବିଶ୍ବାସ ନକରିବାକୁ ପ୍ରଶାସନର ପରାମର୍ଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ପୁଣି ଏକ ଦଙ୍ଗା ଗୁଜବକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ...

ଡିମିରିଗୁଡା ପଞ୍ଚାୟତରେ ମାଁ ପାଇଁ ଗଛ ଟିଏ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଡିମିରିଗୁଡା ପଞ୍ଚାୟତ କାର୍ଯ୍ୟାଳୟ ପରିସର ଓ ପଞ୍ଚାୟତ ନିକଟରେ ବିଶ୍ୱ ପରିବେଶ ଦିବସ...

କଳିଙ୍ଗା ଘାଟିରେ ଟ୍ରକ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା କଳିଙ୍ଗା ଠାରୁ ତିନି କିମି ଦୂର...