News from Kandhamal Odisha
News from Kandhamal Odisha
କନ୍ଧମାଳ ଜିଲା ସ୍ୱାସ୍ଥ୍ୟ ସମିତିର କାର୍ଯ୍ୟନିର୍ବାହୀ କମିଟି ବୈଠକ ରେ ନିଷ୍ପତି : ମହାପ୍ରୟାଣ ଗାଡ଼ି ବଦଳରେ ବ୍ୟବହାର ହେବ ୧୦୮ ଆମ୍ବୁଲାନ୍ସ
କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟର ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲା...
ଏକ ସପ୍ତାହରୁ ଉର୍ଦ୍ଧ ଦିନହେଲା ଜିଓ ନେଟ୍ୱର୍କ ସେବା ବାଧାପ୍ରାପ୍ତ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାରେ ଜିଓ...
ଆଧାରକେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର...
ଶ୍ରାବଣୀ ଯାତ୍ରାର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠ ରେ ଭକ୍ତଙ୍କ ପ୍ରବଳ ଭିଡ଼
ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରାବଣ ମାସର ତୃତୀୟ ସୋମବାର ରେ ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ...
ଦୃଷ୍ଟିବାଧିତ ଶିଶୁକନ୍ୟାକୁ ଆପଣାଇଲେ ଆମେରିକୀୟ ଦମ୍ପତି
ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିରେ ରହୁଥିବା ଜଣେ ଦୃଷ୍ଟିବାଧିତ ଶିଶୁକନ୍ୟାକୁ...
ସ୍ୱାଧୀନତାର ୭୭ ବର୍ଷ ପରେ ମଧ୍ୟ ବିକାଶ ଠୁ ବହୁ ଦୂରରେ ବାଲମାହା, ଡାମେରୀ ଗ୍ରାମ : ସନ୍ଧ୍ୟା ହେଲେ ତାଟି କବାଟ ପଡ଼ିଯାଏ : ଡ଼ିବିରୀ ଆଲୁଅ ସାହା ଭରସା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଅନେକ ଗ୍ରାମକୁ ରାସ୍ତା ନାହିଁ । ଆଉ ଦିନ...
ଟିକାବାଲି ବ୍ଲକରେ ନୂତନ ବି.ଡ଼ି.ଓ. ନିଯୁକ୍ତି ପାଇଁ ଦାବୀ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ୍ କାର୍ଯ୍ୟାଳୟ ରେ ସ୍ଥାୟୀ ବି....
ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା...
କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀଙ୍କୁ ଭେଟିଲେ କନ୍ଧମାଳ ସାଂସଦ
କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ହରଦୀପ୍ ସିଂହ ପୁରୀଙ୍କୁ ସାକ୍ଷାତ କରିଛନ୍ତି କନ୍ଧମାଳ ସାଂସଦ...
କନ୍ଧମାଳରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବି
କନ୍ଧମାଳ: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ରାଜ୍ୟର ଅନ୍ୟତମ ପଛୁଆ ଜିଲ୍ଲା ଭାବେ ଜଣାଶୁଣା। ଶିକ୍ଷା, ସ୍ବାସ୍ଥ୍ୟ ସବୁ...
ବିପଦ ସଂକୁଳ ଅବସ୍ଥାରେ ପ୍ରାଥମିକ ବିଦ୍ୟାଳୟର ରୋଷେଇ ଗୃହ
କନ୍ଧମାଳ : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପାହିରେଜୁ ପଞ୍ଚାୟତ ଗବର ନଳା ଗାଁରେ ଥିବା...
ବାଲିଗୁଡା ଉପଖଣ୍ଡ କ୍ରୀଡା ସଙ୍ଘ ର ନୂତନ କର୍ମକର୍ତ୍ତା ଚୟନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ରୀଡା ସଙ୍ଘ ର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି...
