Odisha Districts News
ମହିଜୁରିଆ ପଡ଼ାବାସି ପାଣି ପାଇଁ ଡହକ ବିକଳ
ଜମନକିରା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ବ୍ଲକ ଗୁଣ୍ଡରୁଚୁଆଁ ପଞ୍ଚାୟତ ମହିଜୁରିଆ ପଡାବାସି ପାଣି ପାଇଁ ଡହଳ...
କେସିଙ୍ଗା ପର୍ଯ୍ୟଟନସ୍ଥଳୀ କ୍ଷେତ୍ରର ବିକାଶ କରାଯିବ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
କଳାହାଣ୍ଡି:୦୯/୦୨ କଳାହାଣ୍ଡି ଜିଲ୍ଲା ପର୍ଯ୍ୟଟନସ୍ଥଳୀ କ୍ଷେତ୍ରରେ ପରିବର୍ତ୍ତନ ହେବ। ସେହିପରି ଜିଲ୍ଲାର ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଯେଉଁ ହସ୍ତତନ୍ତ...
ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l
ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ...
ଗଜପତି ଜିଲ୍ଲାରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା-୨୦୨୬ ପାଇଁ ସଘନ ଛାତ୍ରାବାସ-ଭିତ୍ତିକ ଶୈକ୍ଷିକ ଅଭିଯାନ ଆରମ୍ଭ
ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଆଗାମୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା-୨୦୨୬ ପାଇଁ ଶୈକ୍ଷିକ ଫଳାଫଳ’କୁ ଉନ୍ନତ କରିବା ପାଇଁ ଏକ...
ଆଞ୍ଚଳିକ ଡମ୍ବ ସମାଜ ର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ,ସଙ୍ଗଠିତ ହେବାକୁ ଆହ୍ୱାନ।
କଳାହାଣ୍ଡି,୦୯/୦୨ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆଞ୍ଚଳିକ ଡମ୍ବ ସମାଜ ପକ୍ଷରୁ ସୋମବାର କାଉଡୋଳା ଧାନ ମଣ୍ଡି ପରିସରରେ ଏକ...
ଅସ୍ତରଙ୍ଗ,, ରାଜ୍ୟସ୍ତରୀୟ ସାରାଳକପ ଫାଇନାଲରେ ଆଦିତ୍ୟକୁ 11ରନରେ ହରାଇ,ଢେଙ୍କାନାଳ ବିଜୟୀ
ଅସ୍ତରଙ୍ଗ ୯/୨,,ଅସ୍ତରଙ୍ଗ ମା ଶାରଳା ସ୍ପୋଟିଂ କ୍ଲବ ପକ୍ଷରୁ ନରେନ୍ଦ୍ର ଷ୍ଟାଡିୟମରେ ସୋମବାର ଦିନ ଖେଳା ଯାଇଥିବା ମେଗା ଫାଇନାଲ...
ବୀରମହାରାଜପୁର କଲେଜ ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ସୋମବାର ମହାବିଦ୍ୟାଳୟର ଅଧ୍ୟକ୍ଷ...
ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ
ବାଲିଗୁଡା, ତା, ୦୯/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେ...
ଟିପିୱବ୍ଲୁଓଡିଏଲ ବିଦ୍ୟୁତ ବିଭାଗ ର ଉପଖଣ୍ଡ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ।
କଳାହାଣ୍ଡି,୦୯/୦୨ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡ ଅଧିନରେ ଥିବା ବିଭିନ୍ନ ଇଲେକ୍ଟ୍ରି ଗ୍ରୀଡ ଓ ସବଷ୍ଟେସନ କୁ ନେଇ ଟିପିୱବ୍ଲୁଓଡିଏଲ...
କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମ ସ୍କୁଲ ତରଫରୁ ମାଗଣା କର୍କଟ ରୋଗ ନିରୁପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ
ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ବ୍ରହ୍ମପୁର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମର...
ପାରଳାଖେମୁଣ୍ଡି ସହରର ବେତଗୁଡ଼ା ସ୍ଥିତ ସରକାରୀ ମହିଳା ମହିଳା ସ୍ବାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର ଠାରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡ଼ା ସରକାରୀ ମହିଳା ସ୍ଵସ୍ଥ୍ୟ କର୍ମୀ ତାଲିମ...
ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବା ନେଇ ବାଲିଗୁଡା ରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ
ବାଲିଗୁଡା, ତା, ୦୯/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଦଣ୍ଡପଦର ସ୍ଥିତ ଯାତ୍ରା ପଡ଼ିଆ ଠାରେ ସୁଭଦ୍ରା ଶକ୍ତି...
