Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Odisha Districts News

ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ

ସମ୍ବଲପୁର:ଶିଶୁ ବିକାଶ ଯୋଜନା ଯୁଯୋମୁରା ପକ୍ଷରୁ ଆଜି ଘେନୁପାଲି ପଞ୍ଚାୟତ ରାଜୀବ ଭବନ ଠାରେ ପ୍ରକଳ୍ପ ସ୍ତରୀୟ ଷଷ୍ଟ ପୋଷଣ...

ବେକରେ ଫାଶୀ ଲଗାଇ ଯୁବକ ମୃତ

ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଥାଲକୁଡ଼ି ଗ୍ରାମରେ ଜୈନେକ ଯୁବକ ବେକରେ ଫାଶୀ ଲଗାଇ ମୃତ୍ୟୁ ବରଣ କରିଛି| ସୂଚନା...

ପାରଳାଖେମୁଣ୍ଡି ସ୍ଥିତ ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ବିଶ୍ବ ପର୍ଯ୍ୟଟନ ଦିବସ ପାଳିତପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ବିଶ୍ବ ପର୍ଯ୍ୟଟନ ଦିବସ-୨୦୨୩ ପାଳିତ ହୋଇଯାଇଛି। ପ୍ରଥମେ ଜିଲ୍ଲାପାଳ ଏବଂ ଉପସ୍ଥିତ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଜିଲ୍ଲା ସଂସ୍କୃତି ଅଧିକାରୀଣି ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ବିଶ୍ବ ପର୍ଯ୍ୟଟନ ଦିବସ ପାଳନର ଉଦ୍ଧେଶ୍ୟ ବିଷୟରେ ସମ୍ୟକ ସୂଚନା ଦେଇଥିଲେ।ଏହାପରେ ଜିଲ୍ଲାପାଳ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ର ଓ ଛାତ୍ରୀ ମାନଙ୍କୁ ଧନ୍ୟବାଦ ଦେବା ସହ ପିଲାମାନଙ୍କୁ ଗଜପତିରେ ଥିବା ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବିଷୟରେ ପଚାରି ବୁଝିଥିଲେ। ପ୍ରତି ପର୍ଯ୍ୟଟନ ସ୍ଥଳିରେ କିପରି ସ୍ବଚ୍ଛତା ବଜାୟ ରହିବା ସହ ପ୍ଲାଷ୍ଟିକ୍ ଓ ପଲିଥିନ୍ ବ୍ୟବହାର ହେବ ନାହିଁ ସେଥିପ୍ରତି ସଜାଗ ରହିବା ଲାଗି ପରାମର୍ଶ ଦେବା ସହ ତାହାର କୁ ପରିଣତି ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ।ଏହି ଅବସରରେ ପାରଳାଖେମୁଣ୍ଡିରେ ଥିବା ବିଭିନ୍ନ ବିଦ୍ୟାଳୟର ୯ମ ଏବଂ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଯେଉଁଥିରେ ୭୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଭାଗ ନେଇଥିଲେ।ଏହିକାର୍ଯ୍ୟକ୍ରମରେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ, ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ, ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ଗୀତାଞ୍ଜଳି ପବ୍ଲିକ୍ ସ୍କୁଲ, ଶ୍ରୀ ସତ୍ୟ ସାଇ ବିଦ୍ୟା ବିହାର, ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ, ବିକାଶ ବିଦ୍ୟା ନିକେତନ ବିଦ୍ୟାଳୟ, ଶ୍ରୀ ଜଗନ୍ନାଥ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ, ପ୍ରାଉଡ଼ ଶିଶୁ ଯତ୍ନ ଅନୁଷ୍ଠାନ, ଉତ୍କଳ ବାଳାଶ୍ରମ, ଗଜପତି ଶାଖା ର ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଶ୍ରୀ ବିଚିତ୍ରାନନ୍ଦ ବେବର୍ତା, ଶ୍ରୀଯୁକ୍ତ ବିନୋଦ ଚନ୍ଦ୍ର ଜେନା, ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାକୁ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ।

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରର ସମ୍ମିଳନୀ...

ଅତାବିରାରେ ମୁରଲୀକ୍ରିଷ୍ଣା ଫାଉଣ୍ଡେସନ ପାଳିଲା ନୂଆଁଖାଇ ଭେଟଘାଟ : ପଶ୍ଚିମ ଓଡିଶାର ଲୋକକଳା ସାହିତ୍ୟ ସଂସ୍କୃତିକୁ ଉଜ୍ଜୀବିତ କରିଛି ନୂଆଁଖାଇ ଭେଟଘାଟ

ଅତାବିରା,29/9-ପଶ୍ଚିମ ଓଡ଼ିଶାର ଗଣପର୍ବ ନୁଆଁଖାଇରେ ନୁଆଁ ଖାଇସାରିବା ପରେ ଜୁହାର ଭେଟ ହେବାର ଏକ ଅନନ୍ୟ ପରମ୍ପରା ରହିଆସିଛି l...

ଧର୍ମଗଡ଼ କୁ ପରିଦର୍ଶନ କଲେ ଜାଗାମିଶନ ପରାମର୍ଶ ଦାତା

କଳାହାଣ୍ଡି, ୨୯/୦୯ (ଜଗନ୍ନାଥ ନାଏକ) : ଓଡିଶା ସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ବସ୍ତି...

ଗଂଜାମ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୁହ କ୍ରୀଡ଼ା ପ୍ରତିଯୋଗିତାରେ ବେଲଗୁଣ୍ଠା ଯୋନ ର ତେର ଛାତ୍ରଛାତ୍ରୀ ଙ୍କ କୃତିତ୍ୱ,

ବେଲଗୁଣ୍ଠା, 29/09, ଛତ୍ରପୁର ସ୍ଥିତ ଅନସ୍ଲୋ ଅନୁଷ୍ଠାନ ଷ୍ଟାଡିୟମ୍ ରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା...

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଷଷ୍ଠ ରାଷ୍ଟ୍ରୀୟ ପୋଷଣ ମା କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ...

ପାରଳାଖେମୁଣ୍ଡି ଠାରେ “ସଖିୱାନ ଷ୍ଟପ୍ ସେଣ୍ଟର”ପକ୍ଷରୁ ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ

ପାରଳାଖେମୁଣ୍ଡି:୨୯/୯(ଗରୁଡ଼ ଧ୍ଵଜ ହୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ “ସଖୀ ୱାନ ଷ୍ଟପ ସେଣ୍ଟର” ତରଫରୁ ଆନ୍ତର୍ଜାତୀୟ...

ମୁଦିପଡା ଜଗନ୍ନାଥ ମନ୍ଦିରରେ ଭାଗବତ ସପ୍ତାହ

ସମ୍ବଲପୁର:ସ୍ଥାନୀୟ ମୁଦିପଡା ସ୍ଥିତ ଜଗନ୍ନାଥ ମନ୍ଦିରରେ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ରାଧାଷ୍ଟମୀଠାରୁ ଆରମ୍ଭ ହୋଇ ଏହା ପୂର୍ଣ୍ଣିମା...

ଆଦିବାସୀ ଅଧ୍ୟୁଷିତ କୁଚିଣ୍ଡା ଉପଖଣ୍ଡରେ ଆଜି ଉଚ୍ଚ ଶିକ୍ଷା ବ୍ୟବସ୍ଥା ଭୁସୁଡ଼ି ପଡିଛି; ଆଞ୍ଚଳିକ ଛାତ୍ର ସାମୁଖ୍ୟ

ଜମନକିରା : ଆଦିବାସୀ ଅଧ୍ୟୁଷିତ କୁଚିଣ୍ଡା ଉପଖଣ୍ଡରେ ଆଜି ଉଚ୍ଚ ଶିକ୍ଷା ବ୍ୟବସ୍ଥା ଭୁସୁଡ଼ି ପଡିଛି। ଆଉ କିଛି ବର୍ଷ...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ହୃଦୟ ଦିବସ ପାଳିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ବିଶ୍ବ ହୃଦୟ ଦିବସ...

ବାଲିଗୁଡା ବ୍ଲକ କଳା ଓ ସଂସ୍କୃତି ସଂଘ ସଦସ୍ୟ ଙ୍କର ପ୍ରଶିକ୍ଷଣ ଶିବିର ଉଦଘାଟିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ବିଭାଗ ଓଡ଼ିଶା ସରକାରଙ୍କ ଦ୍ବାରା ଆରମ୍ଭ ହେବାକୁ ଥ‌ିବା ସୂଚନା,...