Odisha Districts News
ବେଲଘର ରେଞ୍ଜରେ ହାତୀ ମୃତ୍ୟୁ ଘଟଣା ରେ ଡି ଏଫ ଓ ଙ୍କ ଖବରଦାତା ସମ୍ମିଳନୀ
ବାଲିଗୁଡା, ତା, ୨୫/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ ବେଲଘର ବନାଞଳରେ ହାତୀ...
ବରିଷ୍ଠ ନାଗରିକ ସଂଘର ମିତ୍ର ସଙ୍ଗମ ଆସର କାର୍ଯ୍ୟକ୍ରମ
ବାଲିଗୁଡା, ତା, ୨୫/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ଶକ୍ତି ପୀଠରେ ବରିଷ୍ଠ ନାଗରିକ ସଂଘ...
ପୁରାତନ ଛାତ୍ର ଛାତ୍ରୀଙ୍କ ବନ୍ଧୁ ମିଳନ l
ଅସ୍ତରଙ୍ଗ,, ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ର ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୦୦୩ମସିହା ଛାତ୍ର ଛାତ୍ରୀ ଙ୍କ...
ବୃକ୍ଷରୋପଣ କାର୍ଯ୍ୟକ୍ରମ ରେ ଅତିଥି ଙ୍କ ଉକ୍ତି : ” ଆସୁ ଝଡ଼ ଅବା ଆସୁ ତୋଫାନ ଗଛ ହିଁ ରଖିବ ଆମର ପ୍ରାଣ “
ବାଲିଗୁଡା: ତା, ୨୫/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ...
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ୱଛତା ଅଭିଯାନ କାର୍ଯ୍ୟକ୍ରମ
ବାଲିଗୁଡା: ତା, ୨୫/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ...
୧୬ ତମ ଜାତୀୟ ମତଦାତା ଦିବସ ପାଳିତ : ଶପଥ ନେଲେ ଶତାଧିକ ଜନସାଧାରଣ
ବାଲିଗୁଡା, ତା, ୨୫/୦୧ : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ...
କଳାହାଣ୍ଡି ଜିଲ୍ଲାରେ “ସମସ୍ତ ଙ୍କ ପାଇଁ ଶିକ୍ଷା “କୁ ନେଇ ମିନି ମାରାଥନ ।
କଳାହାଣ୍ଡି,୨୫/୦୧ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ମିନି ମାରାଥନ କାର୍ଯକ୍ରମ ଆୟୋଜନ କରଯାଇଥିଲା। ପ୍ରତି ବର୍ଷ ଭଳି ଏ ବର୍ଷ...
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁକର ପାର୍ଲ୍ଲୀ ସୌରା ବାପଷ୍ଟିଷ୍ଟ ଓ ଉତ୍କଳ ବାପଟିଷ୍ଟ ମହିଳା ସମ୍ମିଳନୀରେ ରେ ଯୋଗଦେଲେ ବିଧାୟକ ରୂପେଶ ପାଣିଗ୍ରାହୀ
ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମକୁରପାର୍ଲି ଗ୍ରାମ ଠାରେ ଏକ ବିଶାଳ...
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା
ବାଲିଗୁଡା, ତା, ୨୫/୦୧ : (ସଞ୍ଜୟ କୁମାର ପାଣିଗ୍ରାହୀ): ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ...
ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ)ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ ସମସ୍ତ ଉତ୍ପାଦର ବିକ୍ରି ଉପରେ ସମ୍ପୂର୍ଣ ବ୍ୟାନ ନିଷେଧାଦେଶ ଜାରି କରିଛନ୍ତି। ଏହାର ସୁଯୋଗ ନେଇ ପୂର୍ବରୁ ଯେଉଁମାନେ ଏହି ଵ୍ୟବସାୟ କରୁଥିଲେ ସେମାନେ ଗୁଟଖା, ଖଇନି, ସିଗାରେଟ ଆଦିର ଦର 3 ଗୁଣରୁ ଅଧିକ କରି କଳା ବଜାରରେ ବିକ୍ରି କରି ମାଲାମାଲ ହେଉଛନ୍ତି. ବର୍ତ୍ତମାନ ଦୋକାନ ଗୁଡ଼ିକରେ ଖୋଲାଖୋଲି ତମାଖୁ ବିକ୍ରି ହେଉ ନଥିବା ବେଳେ ତମାଖୁ ସେବନରେ ଅଭ୍ୟସ୍ତ ଗ୍ରାହକଏବେ ବିକଳ୍ପ ଖୋଜୁଥିବାରୁ ଏହାର ସୁଯୋଗ ନେଇ ଦୋକାନୀ କଳାବଜାର ଆରମ୍ଭ କରିଦେଇଛନ୍ତି । ତିନି ଗୁଣା ଚଢ଼ାଦରରେ ଲୋକଙ୍କୁ ତମାଖୁ ବିକ୍ରି କରାଯାଉଛି। କାରଣ ଆଗରୁ କେବଳ ଗୁଟଖା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏବେ ନିକୋଟିନଯୁକ୍ତ ସମସ୍ତ ପଦାର୍ଥକୁ ନିଷିଦ୍ଧ କରିବା ଫଳରେ କଳାବଜାରରେ ଅଧିକ ଭାବେ ବଢ଼ିଛି। ଯେଉଁ ହୋଲସେଲ୍ ବ୍ୟବସାୟୀମାନେ ଏସବୁ ସାମଗ୍ରୀକୁ ଗଚ୍ଛିତ ରଖିଥିଲେ ସେମାନେ ଦରକୁ ବଢ଼ାଇ ଦେଇଛନ୍ତି। ଆଉ ଲାଭବାନ୍ ହେଉଛନ୍ତି । ଦୋକାନୀମାନେ ବି ଲୁଚାଛପାରେ ଏହାକୁ ବିକ୍ରି କରୁଛନ୍ତି । ବିଭିନ୍ନ ନାମୀ ଓ ବେନାମୀ କମ୍ପାନିର ତମାଖୁ ବିକ୍ରି ହେଉଛି। ଫଳରେ ଧରପଗଡ଼ର ଏବେ ଆବଶ୍ୟକତା ରହିଛି।
ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ) ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ...
ଗଜପତିରେ ଜିଲ୍ଲାସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ପାଳିତ
ପାରଳାଖେମୁଣ୍ଡି:୨୫/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ଆଜି ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ...
ଗଜପତି ଜିଲ୍ଲାର କାଶୀନଗର ଅଞ୍ଚଳରେ ପୁଣି ୪ ଟିକିଆ ହାତୀପଲର ଆତଙ୍କ, ଧାନ ଓ ପନିପରିବା ଫସଲ ନଷ୍ଟ
ପାରଳାଖେମୁଣ୍ଡି:୨୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର କାଶୀନଗର ତହସିଲ ଅଞ୍ଚଳରେ ପୁଣି ୪ ଟିକିଆ ହାତୀ ଉପଦ୍ରଵ ଯୋଗୁଁ ବ୍ୟାପକ...
