Odisha Districts News
ରାଜ୍ୟ ବିଜେପି ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।
କଳାହାଣ୍ଡି,୨୧/୦୯ ଆସନ୍ତା ୨୭ ତାରିଖରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କଳାହାଣ୍ଡି ଜିଲ୍ଲା ଗସ୍ତ ରେ ଆସି ନୂଆଁଖାଇ...
ଆଁଇଲି ଗାଁ ରେ ମଦ ବନ୍ଦ ପାଇଁ ତାତିଳେ ମହିଳା ଗ୍ରାମବାସୀ, ବିଡ଼ିଓ ଓ କୋକସରା ଥାନା ଅଧିକାରୀ ଙ୍କୁ ଦାବିପତ୍ର।
କଳାହାଣ୍ଡି,୨୧/୦୯ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଆଁଳିଲି ଗାଁରେ ଦୀର୍ଘବର୍ଷ ଧରି ଗାଁ ରେ ଅବାଧ ଦେଶୀ...
ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ
ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ପାଇଁ ଏକ ଗର୍ବ ଓ ଆନନ୍ଦର...
ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।
ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି।...
ଗଜପତିର ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ ମାମଲାରେ ବାଲେଶ୍ୱରରୁ ଯୁବକ ଗିରଫ
ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ପୋଷ୍ଟ କରି...
ବଲାଙ୍ଗୀର ସଦର ଫରେଷ୍ଟର ବ୍ୟାସଦେବ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଚାପ, ଆର୍ଥିକ ଅନାଟନ ନା ପିସି କାରବାର ? ରହସ୍ୟ ଭେଦିବ କି ପୋଲିସ୍ ?
ବଲାଙ୍ଗୀର,୨୧।୯: ବଲାଙ୍ଗୀର ବନାଞ୍ଚଳ କାର୍ଯ୍ୟାଳୟର ସଦର ଫରେଷ୍ଟର ବ୍ୟାସଦେବ ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା ସମଗ୍ର ଜିଲ୍ଲାରେ ତୀବ୍ର...
ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ...
ଅଚଣ୍ଡl ଗ୍ରାମରେ ବଜ୍ରପାତ ଯୋଗୁଁ ମହିଳା ଙ୍କ ମୃତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ର ଅଚଣ୍ଡା ଗ୍ରାମରେ ରବିବାର ଅପରାହ୍ନ ରେ...
ଜମନକିରା ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,୧୦୦ଟି ଅଭିଯୋଗ ପଞ୍ଜୀକୃତ
ଜମନକିରା : ଜମନକିରା ବ୍ଲକ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ସିଦ୍ଧେଶ୍ୱର ବଲିରାମ ବୋନ୍ଦର ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ...
ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକ ମୃତ
ଜମନକିରା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା-ଜମନକିରା ରୋଡ୍ର ପତ୍ରାପାଲି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ...
ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅଡବା ପୋଲିସ ପକ୍ଷରୁ ୪୩ ଟି ଜରି ବ୍ୟାଗରେ ଭର୍ତ୍ତି ଥିବା ୧ ହଜାର ୭୫ କେଜି ଚୋରା ଗଞ୍ଜେଇ ଜବତ
ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ମୋହନା ବ୍ଲକ୍ ଅନ୍ତର୍ଗତ ଅଡବା ଥାନା ପୋଲିସ ପକ୍ଷରୁ...
ବଲାଙ୍ଗୀର ରେଞ୍ଜ ଅଫିସ ପରିସରରୁ ସଦର ଫରେଷ୍ଟର ବ୍ୟାସଦେବ ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଲକ୍ଷ୍ମୀଯୋର ପୋଲିସର ତଦନ୍ତ ଜାରି ।
ବଲାଙ୍ଗୀର,୨୦।୦୯ : ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପରିସରରୁ ସଦର ଫରେଷ୍ଟର ବ୍ୟାସଦେବ ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।...
